କୋରାପୁଟ୍/ମାଲକାନଗିରି/ନବରଙ୍ଗପୁର, ୯।୨(ସ୍ବ.ପ୍ର./ଡି.ଏନ୍.ଏ./ବି.ପ୍ର.) ରାଜ୍ୟରେ ସୋମବାରଠାରୁ ବିଦ୍ୟାଳୟଗୁଡିକ ଖୋଲିଛି। ଅନ୍ଲାଇନ ବଦଳରେ ଛାତ୍ରୀଛାତ୍ରମାନେ ଶ୍ରେଣୀଗୃହରେ ଶିକ୍ଷାଲାଭ କରିଛନ୍ତି। ଏହା ସେମାନଙ୍କ ମଧ୍ୟରେ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିଛି।…
ମାଲକାନଗିରି,୯।୨ (ଡି.ଏନ୍.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଆନ୍ଧ୍ର ସୀମାନ୍ତକୁ ଲାଗିଥିବା ଜୁମଡାଙ୍ଗ ଗ୍ରାମବାସୀ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରଥମ କରି ଭୋଟ ଦେବେ।…
ଢେଙ୍କାନାଳ ଅଫିସ,୯।୨: ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋରଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନର ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍। ଜିଲାପାଳ ସରୋଜ କୁମାର ସେଠୀଙ୍କ ନେତୃତ୍ୱରେ ସଦର ବ୍ଲକ…
ଢେଙ୍କାନାଳ ଅଫିସ, ୯।୨: ମହିମା ଧର୍ମପୀଠ ଯୋରନ୍ଦାରେ ବିଶ୍ୱପ୍ରସିଦ୍ଧ ମାଘମେଳା ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। କୋଭିଡ୍ ସଂକ୍ରମଣ ଆଶଙ୍କା ଥିବାରୁ ଚଳିତବର୍ଷ ଜନସାଧାରଣଙ୍କ ସମାଗମକୁ ବାରଣ କରାଯାଇଛି।…
ଢେଙ୍କାନାଳ ଅଫିସ, ୯।୨: ଢେଙ୍କାନାଳ ଜିଲା ରାଜନୀତିର ଅନ୍ୟତମ ପାଓ୍ବାର ହାଉସ୍ ଭାବେ ପରିଚିତ ଗଁଦିଆ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ…
ଛତ୍ରପୁର,୯।୨(ଡି.ଏନ.ଏ) ଗଞ୍ଜାମ ଜିଲାରେ ଟାଟା ଷ୍ଟିଲ୍ ପ୍ରକଳ୍ପ ଠାରୁ ଗୋପାଳପୁର ବନ୍ଦର ପର୍ଯ୍ୟନ୍ତ ଅର୍ଥନୈତିକ କରିଡର ନିର୍ମାଣ ଲାଗି ଆବଶ୍ୟକ ହେଉଥିବା ୨୫.୯୨୨ ଏକର ଜମି ଅଧିଗ୍ରହଣ…
ବ୍ରହ୍ମପୁର ଅଫିସ,୯।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବଚ୍ଛତା ଦିବସ ଅବସରରେ ସହରର ବିଭିନ୍ନ ପୋଖରୀଗୁଡିକୁ ସଫେଇ କାର୍ଯ୍ୟ ନେଇ ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ରହ୍ମପୁର…
ଗଞ୍ଜାମ,୯।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ ଦୁଇଦିନ ତଳେ ସାମାନ୍ୟ ଦକ୍ଷିଣା ପବନ ବୋହିବା ପରେ ଗତ ୫ ତାରିଖ ବିଳମ୍ବିତ ରାତିରେ…
ବାରିପଦା ଅଫିସ,୯।୨: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବ୍ଲକ କୁସୁମବନ୍ଧ ପଞ୍ଚାୟତ ଅନ୍ତର୍ଗତ ୩ ଗଁାର ଲୋକେ ପାଣି ସମସ୍ୟା ନେଇ ଭୋଟ ବର୍ଜନ କରିବେ ବୋଲି ଜିଲାପାଳଙ୍କୁ ଦାବିପତ୍ର…
ଭଞ୍ଜନଗର,୯।୨(ଡି.ଏନ.ଏ) ଭଞ୍ଜନଗର ସହରବାସୀଙ୍କୁ ବିଶୁଦ୍ଧ ପାଣି ଯୋଗାଇ ଦେବାପାଇଁ ସରକାର ପଦକ୍ଷେପ ନେଇଛନ୍ତି।ଏହି ପରିପ୍ରେକ୍ଷୀରେ ନୂଆ ନୂଆ ପ୍ରକଳ୍ପ ହେଉଛି । ହେଲେ ବିଭିନ୍ନ କାରଣ ଯୋଗୁ…