୬ରେ ହୋଇପାରେ ଲଘୁଚାପ

ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।…

ବିବାହ ପ୍ରତି ଚାଇନା ଯୁବବର୍ଗଙ୍କ ମୋହଭଙ୍ଗ…

ବେଜିଂ, ୩।୪ : ଚାଇନାରେ ଏବେ ବିବାହ କରିବାକୁ ଯୁବବର୍ଗ ଅମଙ୍ଗ ହେବାରେ ଲାଗିଛନ୍ତି। ବିବାହ ପ୍ରତି ସେମାନଙ୍କର ମୋହ ଭଙ୍ଗ ହୋଇଛି। ଫଳରେ ବାର୍ଷିକ ବିବାହ…

ସୁରକ୍ଷା ପାଚେରି କାମ ନିମ୍ନମାନର

ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍‌ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ…

ଏପ୍ରିଲରେ ହିଁ ବିବାହ

ବମ୍ବେ: ଖୁବଶୀଘ୍ର ଆଲିଆ ହେବେ ମିସେସ କପୁର। ଅଭିନେତା ରଣବୀର କପୁରଙ୍କ ସହ ଚଳିତ ମାସରେ ହିଁ ହେବ ବିବାହ। ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଉଭୟଙ୍କ ବିବାହ…

ଗ୍ରୀଷ୍ମ ଆରମ୍ଭରୁ ଜଳ ସଙ୍କଟ

କେନ୍ଦୁଝର,୩।୪(ଡି.ଏନ୍‌.ଏ.) ଗ୍ରୀଷ୍ମ ଆରମ୍ଭରୁ ହିଁ କେନ୍ଦୁଝରଗଡ଼ ପୌରପାଳିକାର ୨୧ ୱାର୍ଡରେ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବିଗତ…

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ…

ନିର୍ବାଚନ ହେବ,ଫଳ ଘୋଷଣା ହେବନି: ହାଇକୋର୍ଟ

ହାଟଡିହୀ,୩।୪(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ୧୧ା୩ା୨୨ରେ ନାଏବ ସରପଞ୍ଚ ନିର୍ବାଚନ ହେବାକୁ ଦିନ ଧାର୍ଯ୍ୟ ହୋଇଥିଲା। ସେଥି ମଧ୍ୟରୁ ୨୮ ପଞ୍ଚାୟତରେ ପ୍ରାର୍ଥୀମାନେ…

ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ

ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ…

ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ

ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ…

ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ…