ଭାଜପା ଛାଡ଼ି ବିଜେଡିକୁ ଯାଇଥିବାରୁ ମାରିଦେଲେ

ପୋଲସରା,୨ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ମୁକ୍ତାମାଳାଦେଇପୁର ଶାସନ ଗ୍ରାମରେ ଗତ ୧୯ରେ ଅମିତ ଆଚାର୍ଯ୍ୟଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ…

ୟୁକ୍ରେନ୍‌କୁ ପୁଣି ସହାୟତାର ହାତ ବଢ଼ାଇଲା ଆମେରିକା

ଓ୍ବାଶିଂଟନ୍‌,/କ୍ୱିଭ୍‌,୨।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩୮ଦିନରେ ପହଞ୍ଚିଛି। ୩୮ଦିନରେ ବି ରୁଷିଆ ୟୁକ୍ରେନର ଅନେକ ବଡ଼ ବଡ଼ ସହରକୁ ଧ୍ୱଂସ କରିବାରେ ଲାଗିପଡ଼ିଛି।…

ଦଶମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା: ଭୟରେ ଛାତ୍ରୀ ଛାଡିଲେ ହଷ୍ଟେଲ

ସୁନ୍ଦରଗଡ଼,୨।୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ପଟୁଆଡିହି ହାଇସ୍କୁଲର ଦଶମ ଶ୍ରେଶୀ ଛାତ୍ରୀ ଛାତରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଥିଲେ। ହେଲେ ଝିଅକୁ ଛାତରୁ ଠେଲି…

ଜଙ୍ଗଲରେ ନିଅଆଁ : ଗାଁ ମୁହାଁ ହରିଣପଲ

ଠାକୁରମୁଣ୍ଡା,୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳ ନିହଣଗଣ୍ଡି ଗ୍ରାମ ଭିତରକୁ ଶନିବାର ସକାଳେ ହରିଣପଲ ପଶି ଆସିଥିଲେ। ସେଥିମଧ୍ୟରୁ ଗୋଟିଏ ହରିଣକୁ ଗ୍ରାମବାସୀ…

ବାଲାଷ୍ଟିକ୍‌ ମିଶାଇଲ୍‌ ପରୀକ୍ଷଣ ବାତିଲ କଲା ଆମେରିକା

ଓ୍ବାଶିଂଟନ୍‌,୨।୪: ୟୁକ୍ରେନରେ ଜାରି ରହିଥିବା ସାମରିକ ଯୁଦ୍ଧ ମଧ୍ୟରେ ଏବଂ ରୁଷିଆ ସହିତ ପରମାଣୁ ତିକ୍ତତାକୁ କମ୍‌ କରିବା ପାଇଁ ଆମେରିକା ମିନିଟ୍‌ମ୍ୟାନ ତୃତୀୟ ଅନ୍ତମହାଦ୍ୱୀପ ବାଲାଷ୍ଟିକ୍‌…

କଳ୍ପନା, ବବ୍‌ଲି ହତ୍ୟାକାଣ୍ଡ: ଆଜି ପ୍ରକାଶ ପାଇବ ରାୟ

ଝାରସୁଗୁଡ଼ା ଅଫିସ,୨।୪: ବହୁଚର୍ଚ୍ଚିତ ମା’ ଝିଅ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ହେଲା ଜେଲରେ…

ଜେଲ ଗଲେ ୧୨ ରୋହିଙ୍ଗ୍ୟା ମୁସଲମାନ

ଶ୍ରୀନଗର,୨।୪: ଜମ୍ମୁ କଶ୍ମୀରର କାଠୁଆ ଜିଲା ଅଧୀନ ହିରାନଗର ଅଞ୍ଚଳରୁ ପୋଲିସ ୧୨ ରୋହିଙ୍ଗ୍ୟା ମୁସଲମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ମୁତାବକ,…

ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲା: ମୁଖ୍ୟ ସାକ୍ଷୀ ପ୍ରଭାକରଙ୍କ ମୃତ୍ୟୁ

ମୁମ୍ବାଇ,୨।୪: ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ମୁଖ୍ୟ ସାକ୍ଷୀ ଥିବା ପ୍ରଭାକର ସେଲଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ହୃଦଘାତରେ ତାଙ୍କ ମୃତ୍ୟୁ ଘଟିଥିବା ନେଇ ତାଙ୍କ…

ଓମିକ୍ରନ ସହ ଲଢ଼େଇରେ ବୁଷ୍ଟର ଡୋଜ୍‌ ଜରୁରୀ

ନୂଆଦିଲ୍ଲୀ,୨।୪: କରୋନା ଭାଇରସ୍‌ର ଓମିକ୍ରନ ଭାରିଆଣ୍ଟ ମାମଲାରେ କୋଭିଶିଲ୍ଡ, କୋଭାକ୍ସିନ ଏବଂ ଉଭୟର ମିଶ୍ରଣର ଟିକା ନେଇଥିବା ଲୋକମାନଙ୍କ ମଧ୍ୟରେ ଆଣ୍ଟିବଡି ସ୍ତର ୬ ମାସ ପରେ…

ବରଖାସ୍ତ ହେଲେ ଅଭିନେତ୍ରୀଙ୍କ ଡ୍ରଗ୍ସ ମାମଲାର ଯାଞ୍ଚ କରୁଥିବା ଏନ୍‌ସିବି ଅଫିସର

ନୂଆଦିଲ୍ଲୀ,୨।୪: ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଡ୍ରଗ୍ସ ମାମଲାର ଯାଞ୍ଚ କରୁଥିବା ମୁମ୍ବାଇ ଏନସିବିର ଅଧିକାରୀ ବିଶ୍ୱନାଥ ତିୱାରୀଙ୍କୁ ବରଖାସ୍ତ କରାଯାଇଛି। ବିନା ଅନୁମତିରେ ବିଦେଶ ଯାତ୍ରା ଏବଂ…