କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨ ରହିଛି।…

ବାପା ବସ୍‌ ଡ୍ରାଇଭର, ପୁଅ କିନ୍ତୁ ସୁପରଷ୍ଟାର

ହାଇଦ୍ରାବାଦ: ବାପା ଜଣେ ବସ୍‌ ଡ୍ରାଇଭର। ହେଲେ ପୁଅ ଦକ୍ଷିଣ ଭାରତୀୟ ସିନେମାର ସୁପରଷ୍ଟାର। ଆମେ କହୁଛୁ କେଜିଏଫ୍‌ ଷ୍ଟାର ୟଶଙ୍କ କଥା। ପୂର୍ବରୁ ଫିଲ୍ମର ପ୍ରଥମ…

ସ୍ମିଥ୍‌ଙ୍କୁ ଓସ୍କାରରୁ ଚାଲିଯିବାକୁ କୁହାଯାଇଥିଲା

ଲସ୍‌ ଆଞ୍ଜେଲସ,୩୧।୩: କମେଡିଆନ କ୍ରିସ ରକ୍‌ଙ୍କୁ ମଞ୍ଚ ଉପରେ ଚାପୁଡ଼ା ମାରିବା ପରେ ଓ୍ବିଲ ସ୍ମିଥଙ୍କୁ ଓସ୍କାର ଉତ୍ସବରୁ ଚାଲି ଯିବାକୁ କୁହାଯାଇଥିଲା। ଏ ନେଇ ମୋଶନ…

ଚାପୁଡା ଖାଇବା ପରେ ପ୍ରଥମଥର ଏମିତି କହିଲେ କ୍ରିସ୍‌ ରକ୍‌

ଚଳିତବର୍ଷ ଓସ୍କାର ବିତରଣ ଉତ୍ସବରେ ଏକ ବିବାଦୀୟ ଘଟଣା ଘଟିଥିଲା। ଏହି ସମାରୋହକୁ ହୋଷ୍ଟିଂ କରୁଥିବା କ୍ରିସ ରକଙ୍କୁ ଶକ୍ତ ଚାପୁଡା ମାରିଥିଲେ ଅଭିନେତା ୱିଲ ସ୍ମିଥ।…

୨ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଜୟପୁର, ୩୧।୩ (ନି.ପ୍ର.): ୨ ନାବାଳିକା ବଳାତ୍କାର ମାମଲାର ବିଚାରକରି ଜୟପୁର ଆଡହକ ଅତିରିକ୍ତ ଦୌରା ଜଜ୍‌ ଓ ଫାଷ୍ଟ ଟ୍ରାକ୍‌ ସ୍ପୋଶାଲ କୋର୍ଟ ଜଜ୍‌ ପ୍ରଦୀପ…

ଶିକ୍ଷକ ନିଯୁକ୍ତି ପାଇଁ ବିଇଓଙ୍କୁ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୩୧।୩(ଡି.ଏନ.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଶିକ୍ଷକ ସମସ୍ୟା ଲାଗିରହିଛି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ…

ସରନେମ୍‌ ବ୍ୟବହାର କରନ୍ତିନି କାଜଲ, ଜାଣନ୍ତୁ କାହିଁକି

ମୁମ୍ବାଇ: ବଲିଉଡ୍‌ର ଅନେକ ଷ୍ଟାର ଅଛନ୍ତି, ଯେଉଁମାନେ ସେମାନଙ୍କ ନାଁ ପରେ ଟାଇଟଲ ସରନେମ୍‌ ବ୍ୟବହାର କରନ୍ତି ନାହିଁ। ବଲିଉଡ୍‌କୁ ଆସିବା ପୂର୍ବରୁ ସରନେମ୍‌ ବ୍ୟବହାର କରୁଥିଲେ…

ବନ୍ଧୁକ ମୁନରେ ଧମକ ଦେଇ ଯୁବକ ଗିରଫ

ଝରିଗାଁ,୩୧।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଅଞ୍ଚଳା ଗ୍ରାମରେ ଜଣେ ନିଶାସକ୍ତ ବ୍ୟକ୍ତି ରାତିରେ ଜଣଙ୍କ ଘରକୁ ଯାଇ ବନ୍ଧୁକ ମୁନରେ ଧମକାଇଛନ୍ତି। ଏହି ଘଟଣାରେ ପୋଲିସ…

ନିଖୋଜ ଝିଅକୁ ଖୋଜିବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ନବରଙ୍ଗପୁର,୩୧।୩ (ବି.ପ୍ର): ଝିଅ ନିଖୋଜ ନେଇ ବାରମ୍ବାର ଥାନାକୁ ଯିବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଏସ୍‌ଆଇ ଦୁର୍ବ୍ୟବହାର କରିବା ସହ ଧମକ ଦେଉଛନ୍ତି। ନବରଙ୍ଗପୁର ଜିଲା…

ଓଜନ ବଢିବା ନେଇ ମୁହଁ ଖୋଲିଲେ ମିସ୍‌ ୟୁନିଭର୍ସ

୨୦୨୧ରେ ମିସ୍‌ ୟୁନିଭର୍ସ ଟାଇଟଲ ଜିତିଥିବା ହରନାଜ୍‌ ସାନ୍ଧୁ ଏବେ ଚର୍ଚ୍ଚାରେ ଅଛନ୍ତି। ଦୀର୍ଘ ୨୧ ବର୍ଷର ଅପେକ୍ଷା ପରେ ଭାରତର ଝିଅ ହରନାଜ୍‌ ମିସ ୟୁନିଭର୍ସ…