‘ମଦ୍ୟପାନ କରୁଥିବା ଲୋକେ ମହାପାପି’

ପାଟଣା,୩୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଦ୍ୟପାନ କରୁଥିବା ଲୋକଙ୍କୁ ମହାପାପି କହିଛନ୍ତି। ଏଥିସହିତ ବିଷାକ୍ତ ମଦ ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ…

ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ…

ପାକିସ୍ତାନ ଅଭିଯୋଗକୁ ଖଣ୍ଡନ କଲା ଆମେରିକା

ଇସଲାମାବାଦ,୩୧ା୩: ପାକିସ୍ତାନର ଖରାପ ରାଜନୈତିକ ପରିସ୍ଥିତି ମଧ୍ୟରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଦେଶ ତଥା ବିଶ୍ୱ ରାଜନୈତିକ ଉଷ୍ଣତା ବଢ଼ାଇଥିବା ସିକ୍ରେଟ ଲେଟରକୁ ଆମେରିକା ସମ୍ପୂର୍ଣ୍ଣ ଭାବେ…

ପୁଣି ଫେରିଆସ, ରାଜ୍ୟ ସଭା ସଦସ୍ୟଙ୍କ ବିଦାୟୀ ଭାଷଣରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୩୧।୩ : ରାଜ୍ୟ ସଭାର ୭୨ ଜଣ ଏମ୍‌ପିଙ୍କୁ ଗୁରୁବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ସେମାନଙ୍କ ମଧ୍ୟରେ କପିଲ ସିବଲ, ପି ଚିଦାମ୍ବରମ, ଜୟରାମ ରମେଶ…

କରିସ୍ମାଙ୍କୁ ଶାଶୁ ମାରିଥିଲେ ଚାପୁଡ଼ା

ବମ୍ବେ: ଏକ ସମୟରେ କରିସ୍ମା କପୁର ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଥିଲେ। ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଫିଲ୍ମ ଦେଇ ସେ ପ୍ରଶଂସକଙ୍କ ହୃଦୟରେ…

୨ ବର୍ଷରେ ୪୦ ହଜାର ଶିଶୁଙ୍କୁ ଯୌନ ନିର୍ଯାତନା…

ନୂଆଦିଲ୍ଲୀ, ୩୧।୩ : ଦେଶରେ ଶିଶୁ ନିର୍ଯାତନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ଡିଏମକେ ନେତା ତିରୁଚି ଶିବ ରାଜ୍ୟ ସଭାରେ କହିଛନ୍ତି ଯେ…

ଏହି ରାଜ୍ୟରେ ସାମାନ୍ୟ ତରଭୁଜ ପାଇଁ ହୋଇଥିଲା ଯୁଦ୍ଧ, ପ୍ରାଣ ହରାଇଥିଲେ ହଜାର ହଜାର ସୈନିକ

ଯୁଦ୍ଧ କେବେ ବି କାହାର ଲାଭ କରେ ନାହିଁ ବରଂ ବହୁମାତ୍ରାରେ କ୍ଷତି କରେ। ଯୁଦ୍ଧରେ ହଜାର ହଜାର ଜୀବନ ଯାଏ। ଲୋକମାନେ ନିଜ ନିଜର ପ୍ରିୟଜନଙ୍କୁ…

ଗୋଟିଏ ପଟରେ ଆରସିବିର ଦୁଇ ବ୍ୟାଟ୍ସମ୍ୟାନ୍‌, ତଥାପି ହେଲେନି ରନ୍‌ଆଉଟ୍‌: ଦେଖନ୍ତୁ ଚମତ୍କାର ଭିଡିଓ

ମୁମ୍ବାଇ,୩୧।୩: କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ରନ…

ସୋସିଆଲ ମିଡ଼ିଆ କମ୍ପାନୀ ଲୋକଙ୍କ ଅଧିକାରର ସମ୍ମାନ କରିବା ଜରୁରୀ, କାହାର ଆକାଉଣ୍ଟ୍‌ ବନ୍ଦ କରାଯିବା ଅନୁଚିତ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୩୧।୩ : କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କୁ କହିଛନ୍ତି ଯେ ସ୍ବାଧୀନତା ତଥା ସମାଜର ବୈଷିୟିକ ପ୍ରଗତି ପଥରେ ବାଧା ସୃଷ୍ଟି କରିବା ଠିକ୍‌ ନୁହେଁ।…

ରୁଷିଆକୁ ଗ୍ୟାସ ଯୋଗାଣ ପାଇଁ ରାଜି ହେଲା ଜର୍ମାନୀ

ବର୍ଲିନ,୩୧ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଅଧିକ ହେବ ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ୟୁକ୍ରେନର କୋଟିକୋଟି ଟଙ୍କାର କ୍ଷତି ହୋଇସାରିଲାଣି। ଅନ୍ୟପକ୍ଷରେ ରୁଷିଆର ମଧ୍ୟ କ୍ଷତି…