ମୁଣ୍ଡପିଛା ଋଣ ୨୨,୮୨୭ ଟଙ୍କା

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଋଣଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ରହିଛି। ୨୦୨୧-୨୨ରେ ମୁଣ୍ଡପିଛା ଋଣଭାର ୨୨ ହଜାର ୮୨୭ ଟଙ୍କା ୫୪ ପଇସା। ରାଜ୍ୟ ସରକାର…

ନିରପେକ୍ଷ ରହିପାରେ ୟୁକ୍ରେନ୍‌

କିଭ୍‌, ୨୯ା୩: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୩୩ ଦିନରେ ପହଞ୍ଚିଥିବାବେଳେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା ଏହି ପୂର୍ବ ୟୁରୋପୀୟ ଦେଶ ଏବେ ଅବିଳମ୍ବେ ଶାନ୍ତି ଚାହୁଁଛି।…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସବୁ ଘରକୁ ପାନୀୟ ଜଳ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଆସନ୍ତା ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୫୦,୨୬୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପୁରୀ…

ନୂଆଦିଲ୍ଲୀରେ ମହିଳା ହକି ଦଳକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସନ୍ଧ୍ୟାରେ ଦିଲ୍ଲୀରେ ଆୟୋଜିତ ବିବିସି ଇଣ୍ଡିଆନ୍‌ ସ୍ପୋର୍ଟସ ୱିମେନ୍‌ ଅଫ୍‌ ଦି ଇଅର…

ଅନ୍‌ଲାଇନ୍‌ ବ୍ୟାଙ୍କିଙ୍ଗ୍‌ ଠକେଇ: ବର୍ତ୍ତିବେ କିପରି

କିଛି ବର୍ଷ ମଧ୍ୟରେ ଡିଜିଟାଲ ପେମେଣ୍ଟ ମୋଡ୍‌ର ବ୍ୟବହାର ବହୁଳ ଭାବେ ବୃଦ୍ଧି ପାଇଛି। ଏହାସାଙ୍ଗରେ ତାଳ ଦେଇ ବଢ଼ିଛି ଠକେଇ ମାମଲା। ବିଶେଷକରି ସାଧାରଣ ତଥା…

ଛାତ୍ରୀଙ୍କୁ ସ୍କୁଲ ଛାଡୁ ତାଲିବାନ: ୟୁଏନ୍‌ଏସ୍‌ସି

ଓ୍ବାଶିଂଟନ, ୨୯।୩: ଆଫଗାନିସ୍ତାନ ଛାତ୍ରୀମାନଙ୍କୁ ସ୍କୁଲରେ ପାଠ ପଢ଼ିବା ପାଇଁ ଅନୁମତି ଦେବାଲାଗି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ତାଲିବାନ ସରକାରଙ୍କୁ ପରାମର୍ଶ ଦେଇଛି। ଗତ ୨୩…

ଝାରସୁଗୁଡ଼ାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ଝାରସୁଗୁଡ଼ାରେ ପ୍ରସ୍ତାବିତ ୧୦୦ ଆସନ ବିଶିଷ୍ଟ ଶ୍ରୀ ଶ୍ରୀ ରବିଶଙ୍କର ମେଡିକାଲ କଲେଜ ଓ ୱେଲ୍‌ନେସ୍‌ ସେଣ୍ଟର ପ୍ରତିଷ୍ଠା ହେବାକୁ ଯୋଜନା ଚାଲିଛି। ଏ ନେଇ…

ରୁଷିଆ ଅରବପତିଙ୍କୁ ବିଷ ଦିଆଯାଇଥିବା ଆଶଙ୍କା

କିଭ୍‌,୨୯୩: ରୁଷୀୟ ଅରବପତି ରୋମାନ ଆବ୍ରାମୋଭିଚ୍‌ ଏବଂ ୟୁକ୍ରେନ୍‌ର ଦୁଇ ଶାନ୍ତି ପ୍ରତିନିଧିଙ୍କୁ କିଭ୍‌ରେ ବିଷ ଦିଆଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଶାନ୍ତି ଆଲୋଚନାକୁ ଭଣ୍ଡୁର କରିବାକୁ…

ପ୍ରତିଭାଙ୍କୁ ପଦ୍ମଭୂଷଣ, ପ୍ରମୋଦଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ…

ସାମାଜିକ କାର୍ଯ୍ୟରେ ଶାନ୍ତି ମିଳେ

୮୦ ଦଶକରେ ବର୍ତ୍ତମାନ ଭଳି ନିଯୁକ୍ତି ସୁଯୋଗ ନ ଥିଲା। ତେଣୁ ଉଚ୍ଚ ଶିକ୍ଷା ଶେଷ ପରେ ପାରିବାରିକ ବ୍ୟବସାୟରେ ମନୋନିବେଶ କରିବାକୁ ଜେଜେବାପା ପରାମର୍ଶ ଦେଇଥିଲେ।…