ବିଦ୍ୟାଳୟ ପରିସରରୁ ବେଆଇନ ଗଛକଟା

ଜଳେଶ୍ୱର,୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ନାମ୍ପୋ ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରୁ ବେଆଇନ୍‌ ଭାବେ ଗଛକଟା, ଭଙ୍ଗା ଇଟା ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର…

ବଡ଼ବିଲ ପୌର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ହଡ଼ପ ଘଟଣା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ବଡ଼ବିଲ, ୨୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ରବିବାର ଆଉ ଜଣେ ଅଭିଯୁକ୍ତଙ୍କୁ…

ଅଖିଳେଶଙ୍କ ପିଠି ଥାପୁଡ଼ାଇଲେ ଯୋଗୀ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀ ଦଳର ନେତା ଅଖିଳେଶ ଯାଦବ ବାହାରେ ପରସ୍ପରର ବିରୋଧରେ ମନ୍ତବ୍ୟ ଦେଉଥାଇ ପାରନ୍ତି କିନ୍ତୁ ଭେଟ ହେଲେ…

ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆକୁ ଆଇଏସ୍‌ଓ ପ୍ରମାଣପତ୍ର

ନୂଆଦିଲ୍ଲୀ,୨୮।୩: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ‘ସରଳ-ସରଳ ଲାଇଟ୍ସ (ସରଳ ସିଷ୍ଟମେଟିକ୍‌ ଆପ୍ରାଇଜାଲ୍‌ ଆଣ୍ଡ ରିସ୍କ ଆସେସମେଣ୍ଟ ଅଫ୍‌ ଲୋନ୍‌) ରେ କ୍ରେଡିଟ୍‌ ମୂଲ୍ୟାୟନ ପ୍ରକ୍ରିୟାର ମାନକୀକରଣ ପାଇଁ…

ଭାକ୍ୟୁମ୍‌ ବୋମା

ଚଳିତ ବର୍ଷ ଫେବୃୟାରୀ ୨୪ ତାରିଖରେ ୟୁକ୍ରେନ୍‌କୁ ଆକ୍ରମଣ କରିଥିଲା ରୁଷିଆ। ତେବେ ଏହି ଦେଶ ଅତି ସାଘାଂତିକ ଭାକ୍ୟୁମ୍‌ ବୋମା ବ୍ୟବହାର କରିଥିବାର ଅଭିଯୋଗ ହୋଇଛି।…

ଅନୁଚ୍ଛେଦ ୩୫୫ ଲାଗୁ ନେଇ କଂଗ୍ରେସ-ତୃଣମୂଳ ମୁହାଁମୁହିଁ…

କୋଲକାତା, ୨୮।୩ : ପଶ୍ଚିମବଙ୍ଗରେ ଅନୁଚ୍ଛେଦ ୩୫୫ ଲାଗୁ କରିବାକୁ ନେଇ ଏବେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ କଂଗ୍ରେସ କମିଟି ଅଧ୍ୟକ୍ଷ…

୨୦୨୬ ସୁଦ୍ଧା ୧.୨ କୋଟି ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୮।୩: ଇଞ୍ଜିନିୟରିଂ, ଟେଲିକମ୍‌ ଏବଂ ହେଲ୍‌ଥକେୟାର କ୍ଷେତ୍ରରେ ୨୦୨୫-୨୬ ଆର୍ଥିକ ବର୍ଷ ସୁଦ୍ଧା ୧.୨ କୋଟି ଅର୍ଥାତ୍‌ ୧୨ ବିଲିୟନ୍‌ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ହାୟାରିଂ…

ରୁଷିଆ ସହ କାରବାର ଜାରି ରଖିଛି ଗେଲ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ୍‌ ଗ୍ୟାସ୍‌ ୟୁଟିଲିଟି ଗେଲ୍‌ (ଇଣ୍ଡିଆ) ଲିମିଟେଡ୍‌ ୟୁଏସ୍‌ ଡଲାର ବିନିମୟରେ ରୁଷିଆର ଗାଜପ୍ରୋମ୍‌ର ଇମ୍ପୋର୍ଟ କରୁଥିବା ଏଲ୍‌ଏନ୍‌ଜି ପାଇଁ ଦେୟ ଜାରି ରଖିଛି।…

ପୂରଣ ହେବ ବିଦ୍ୟୁତ୍‌ ଅଭାବ, ନିର୍ମାଣ କରାଯିବ ୧୦ ନ୍ୟୁକ୍ଲିୟର ପ୍ଲାଣ୍ଟ୍‌…

ନୂଆଦିଲ୍ଲୀ, ୨୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚାଭିଳାଷୀ ପ୍ରକଳ୍ପ ପ୍ରତି ଘରେ ବିଦ୍ୟୁତ୍‌ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତରେ ନୂଆ ବିଦ୍ୟୁତ୍‌ ଉତ୍ପାଦନ ଯୋଜନା…

୧୨ ବର୍ଷ ହେଲା ଛୁଇଁନାହାନ୍ତି ଖାଦ୍ୟ: ଗୋଡ଼ି, ପଥର ଖାଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

ଛତିଶଗଡ଼ର ଯଶପୁର ଜିଲାର ଉଦ୍ୟାନ ବିକାଶ ବ୍ଲକ ଛିପତାଲା ବାସିନ୍ଦା ସନ୍ତୋଷ ଲାକ୍ରାଙ୍କ ନାମ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ସନ୍ତୋଷ ଦୀର୍ଘ ୧୨ ବର୍ଷ ହେଲା…