ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…

ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ ପ୍ରଦେଶ…

‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକଙ୍କ ବିରୋଧରେ ମାମଲା

ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି। ଭୋପାଳବାସୀଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ମାମଲା ରୁଜୁ…

ଅଭିନୟକୁ ଅଲ୍‌ବିଦା କହିଲେ ଅନୁପମା ଫେମ୍‌ ଏହି ଅଭିନେତ୍ରୀ

ବମ୍ବେ: ଅଭିନୟ ଜଗତକୁ ଅଲ୍‌ବିଦା କହିଲେ ଆଉ ଜଣେ ଅଭିନେତ୍ରୀ। ଆଧ୍ୟାତ୍ମିକ କାରଣରୁ ଟେଲିଭିଜନର ପ୍ରସିଦ୍ଧ ଧାରାବାହିକ ‘ଅନୁପମା’ ଫେମ ଅଭିନେତ୍ରୀ ନନ୍ଦିନୀ ଓରଫ ଅନଘା ଭୋସଲେ…

ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪…

ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ…

କ୍ୱିଭ୍‌, ୨୬।୩ : ୟୁକ୍ରେନରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ ଘଟିଛି। ଖବର କାଗଜ ଦ କ୍ୱିଭ୍‌…

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ…

ରାଶିଫଳ: ରବିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ।…

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ ପରାଜୟକୁ…

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କଂଗ୍ରେସର ଶୋଚନୀୟ ପରାଜୟ ବରଣ କରିଛି। ଖୋଦ୍‌ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଓ୍ବାର୍ଡ ନଂରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ…

ରାନୀ ହାତୀ ହେଲେ ଝାରସୁଗୁଡ଼ା ପୌରାଧ୍ୟକ୍ଷା

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ଦଳର ପ୍ରାର୍ଥିନୀ ରାନୀ ହାତୀ ବିଜୟୀ ହୋଇଛନ୍ତି। ଏଥି…