ରାଶିଫଳ: ରବିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ।…

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ ପରାଜୟକୁ…

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କଂଗ୍ରେସର ଶୋଚନୀୟ ପରାଜୟ ବରଣ କରିଛି। ଖୋଦ୍‌ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଓ୍ବାର୍ଡ ନଂରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ…

ରାନୀ ହାତୀ ହେଲେ ଝାରସୁଗୁଡ଼ା ପୌରାଧ୍ୟକ୍ଷା

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ଦଳର ପ୍ରାର୍ଥିନୀ ରାନୀ ହାତୀ ବିଜୟୀ ହୋଇଛନ୍ତି। ଏଥି…

ଚାନ୍ଦବାଲି ଏନ୍‌ଏସି ହାତେଇଲା ବିଜେଡି

ଚାନ୍ଦବାଲି,୨୬ା୩(ଡି.ଏନ୍‌.ଏ.): ଚାନ୍ଦବାଲି ଏନ୍‌ଏସିରେ ମୋଟ୍‌ ୧୫ଟି କାଉନସିଲର ପଦବୀରୁ ୧୧ଟି ବିଜେଡି ହାତେଇ ଥିବା ବେଳେ ଭାଜପା ୩ଟି ଓ କଂଗ୍ରେସ ଗୋଟିଏ କାଉନସିଲର ହାତେଇଛି। ଚାନ୍ଦବାଲି…

ପୃଥିବୀ ପାଇଁ ପୁଣି ସଙ୍କଟ,ଭାଙ୍ଗିଲା ବିରାଟକାୟ ହିମ ପାହାଡ଼…

ଓ୍ବାଶିଂଟନ, ୨୬।୩ : ପୃଥିବୀ ପାଇଁ ପୁଣି ଏକ ନୂଆ ସଙ୍କଟ ସୃଷ୍ଟି ହୋଇଛି ଆଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର…

ପୁଟିନଙ୍କଠାରୁ ଗାଳି ଶୁଣି ରୁଷିଆ ରକ୍ଷା ମନ୍ତ୍ରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

କ୍ୱିଭ,୨୬।୩: ଯୁଦ୍ଧକୁ ଅନେକ ଦିନ ବିତି ଥିଲେ ହେଁ ୟୁକ୍ରେନକୁ ଦଖଲ କରିବାରେ ସଫଳ ହୋଇପାରିନି ରୁଷିଆ। ଏସବୁ ମଧ୍ୟରେ ରୁଷିଆ ରକ୍ଷା ମନ୍ତ୍ରୀ ସର୍ଗେଇ ଶୋଇଗୁଙ୍କ…

ବାଲିଗୁଡ଼ା ଏନ୍‌ଏସିରେ ବିଜେଡିର ବାଜିମାତ୍‌ : ଖାତା ଖୋଲିପାରିଲାନି ଭାଜପା

ବାଲିଗୁଡ଼ା,୨୬ା୩(ଡି.ଏନ୍‌.ଏ.): ପୌର ନିର୍ବାଚନରେ ପୁଣି ବିଜେଡିର ବାଜିମାତ୍‌। କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡି ବିପୁଳ ବିଜୟ ହାସଲ କରିଛି। ବ୍ଲକ ସଭାପତି ଟୁନା…

ଆଣବିକ ଯୁଦ୍ଧର ଆଶଙ୍କା ବଢ଼ିଲା, ବୁଡ଼ାଜାହାଜ ପ୍ରସ୍ତୁତ କଲେ ପୁଟିନ୍‌…

ମସ୍କୋ, ୨୬।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ଏକ ମାସରୁ ଅଧିକ ସମୟ ବିତିଛି। ମସ୍କୋର ଆକ୍ରମଣ ବନ୍ଦ ହେବା ପରି ମନେ ହେଉନାହିଁ।…

ହାଇଓ୍ବା ପଛରେ ପିଟିଲା ଆରଏମ୍‌ସି ଟ୍ରକ୍‌, ୨ ଗୁରୁତର

ସାକ୍ଷୀଗୋପାଳ,୨୬ା୩(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ ଜାତୀୟ ରାଜପଥର ସାକ୍ଷୀଗୋପାଳ କଲେଜ ଛକ ନିକଟରେ ଅଟକିଥିବା ଏକ ମାଲ୍‌ ବୋଝେଇ ହାଇଓ୍ବା ପଛରେ ଅନ୍ୟ ଏକ ରେଡିମିକ୍ସ ସିମେଣ୍ଟ…