ଟଙ୍କା ପାଇଁ ମା’ଙ୍କୁ ଘରୁ ତଡ଼ି ଦେଇଥିଲେ ସିଦ୍ଧୁ, ଷ୍ଟେଶନରେ ଯାଇଥିଲା ଜୀବନ: ଭଉଣୀ

ଚଣ୍ଡିଗଡ଼,୨୮।୧: କ୍ରିକେଟରୁ ରାଜନେତା ପାଲଟିଥିବା ତଥା ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିଛି। ତାଙ୍କ ବଡ଼ ଭଉଣୀ ସୁମନ ତୁର…

ଭାରସାମ୍ୟ ହରାଇ ୧୦ ଫୁଟ୍‌ ତଳକୁ ଖସିଲା ବାଇକ୍‌

ପୋଲସରା,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ସୁନାରିବୁଗୁଡା ହଜ ନିକଟରେ ଶୁକ୍ରବାର ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପୋଲସରା…

ବନ୍ଦ କୋଠରୀରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୱାର୍ଡ ନଂ. ୪ ରାଉଳସାହିର ଏକ ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ଜବତ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ବଳରାମ…

ରାଶିଫଳ: ଶନିବାର, ଜାନୁୟାରୀ ୨୯ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ନିବିଡ଼ ସମ୍ପର୍କକୁ କେନ୍ଦ୍ରକରି କିଛିଟା ପାରିବାରିକ ସମସ୍ୟା ସୃଷ୍ଟି ହୋଇପାରେ। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ ଏବଂ ଅଭାବ ପୂରଣ ଦିଗରେ…

ଟ୍ରେଲରକୁ ପଛରୁ ପିଟିଲା ବସ୍‌ : କ୍ୟାବିନ୍‌ ଭାଙ୍ଗି ପଳାଇଲା ପାଇପ୍‌

ଚୌଦାର,୨୮।୧(ଡି.ଏନ୍‌.ଏ.): କଟକ ଟାଙ୍ଗୀ ୧୬ନଂ ଜାତୀୟ ରାଜପଥ ବଇଁଚୁଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ପଛରୁ ବସ୍‌ ପିଟିଛି। ମାତୃକରୁଣା ନାମକ ଏକ ଘରୋଇ…

ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଅନୁମତି

ଭୁବନେଶ୍ବର,୨୮।୧(ବ୍ୟୁରୋ): ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଆଇସିଏମ୍‌ଆର ଅନୁମତି ଦେଇଛିି । ଆଇଏମ୍‌ସିଓଭି- ଏଜି କିଟ୍‌କୁ ଅନୁମତି ମିଳିଥିବା ଜଣାପଡିଛି। ମେକ୍‌ ଇନ୍‌ ଓଡ଼ିଶା…

ମିଶନ ଶକ୍ତି :୧୦୭ ମହିଳା ସଙ୍ଘକୁ ୩.୧୩ କୋଟି ଋଣ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ମିଶନ ଶକ୍ତି କାର୍ଯ୍ୟକ୍ରମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ଜୀବିକାରେ ଉନ୍ନତି ଆଣିବା ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ଗଞ୍ଜାମ ଜିଲାର ୧୦୭ ମହିଳା…

କରୋନା ନାଜାଲ ଭ୍ୟାକ୍ସିନକୁ ପରୀକ୍ଷଣ ପାଇଁ ଭାରତ ବାୟୋଟେକକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ଭାରତ ବାୟୋଟେକକୁ ନାକରେ ଦିଆଯିବାକୁ ଥିବା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ କରିଛି…

‘ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି’

ଭୁବନେଶ୍ବର ୨୮।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ…

ଭୟୁ ମହାରାଜ ଆତ୍ମହତ୍ୟା ମାମଲା: ଦୋଷୀଙ୍କୁ ୬ ବର୍ଷ ଜେଲ

ଇନ୍ଦୋର,୨୮ ।୧: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ରାଷ୍ଟ୍ର ସନ୍ଥ ଭୟୁ ମହାରାଜଙ୍କ ଆତ୍ମହତ୍ୟା ମାମଲାରେ ଇନ୍ଦୋର କୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି । କୋର୍ଟ ମୁଖ୍ୟ ସେବାଦାର…