ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ 'ସମାନତା ନିୟମାବଳୀ ୨୦୨୬'କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର…

ଶଙ୍କରାଚାର୍ଯ୍ୟଙ୍କୁ ଛଦ୍ମବେଶୀ ଅସୁର କହିଲେ ଯୋଗୀ ଆଦିତ୍ୟନାଥ! ତେଜିଲା ବିବାଦ

ନୂଆଦିଲ୍ଲୀ,୨୭।୧: ନୂଆମୋଡରେ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଚାଲିଥିବା ବିବାଦ। ମୁଖ୍ୟମନ୍ତ୍ରୀଙ୍କ ପ୍ରତି କରାଯାଇଥିବା ମନ୍ତବ୍ୟରେ ମର୍ମାହତ ହୋଇ…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା…