ପାରଳାଖେମୁଣ୍ଡିରେ ଇ-ଫାଇଲିଂ ଷ୍ଟେଶନ

ପାରଳାଖେମୁଣ୍ଡି,୨୧।୩(ଡି.ଏନ.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲା କୋର୍ଟ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ.ମୂରଲୀଧରଙ୍କ ଦ୍ୱାରା ଇ-ଫାଇଲିଂ ଷ୍ଟେଶନ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ…

ସ୍କୁଟି ଡିକିରୁ ୧୫ ଲକ୍ଷ ଜବତ

ବ୍ରହ୍ମପୁର ଅଫିସ,୨୧।୩: ବ୍ରହ୍ମପୁର ବଡବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସିନ୍ଦୁରଡ଼ାଙ୍ଗ…

ଜିଲା ପ୍ରଶାସନର ଭୋଟରଙ୍କ ନିମନ୍ତେ ସାଫା ଆପ

ବ୍ରହ୍ମପୁର ଅଫିସ,୨୧।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଚୁଡାନ୍ତ ବୁଥ ତାଲିକା ଓ ପିଙ୍କ ବୁଥ ତାଲିକା ପ୍ରକାଶ ପାଇଛି।…

ଏନ୍‌ପିଏ ଆକାଉଣ୍ଟ ବିକ୍ରି କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୧।୩:  ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ (ଏସ୍‌ବିଆଇ) ପକ୍ଷରୁ ୮୨୦କୋଟି ଟଙ୍କାର ଋଣ ବକେୟାର ଭରଣା ପାଇଁ ୧୨ଟି ଅଣ-ପ୍ରଦର୍ଶନକାରୀ ସମ୍ପତ୍ତି (ଏନ୍‌ପିଏ) ଆକାଉଣ୍ଟ ବିକ୍ରି କରାଯିବ। ବ୍ୟାଙ୍କ୍‌…

ଅନିଶ୍ଚିତତାରେ ଚନ୍ଦନେଶ୍ୱର ଜୀଉଙ୍କ ଚଡ଼କମେଳା

ଭୋଗରାଇ,୨୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଚଳିତବର୍ଷ ହେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କୋଭିଡ୍‌…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ବିଜେଡି ପକ୍ଷରୁ ଭିନ୍ନ ଢଙ୍ଗରେ ନିର୍ବାଚନୀ ପ୍ରଚାର କରାଯାଇଛି। ବିଜେଡି ଅଧ୍ୟକ୍ଷା ପ୍ରାର୍ଥିନୀ, କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ…

ଭାଜପାକୁ ଭୋଟ ଦେବାରୁ ଘରୁ ତଡି ଦେଲେ ସ୍ବାମୀ

ଲକ୍ଷ୍ନୌ,୨୧।୩: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଭାଜପାକୁ ଭୋଟ ଦେବାରୁ ତାଙ୍କ ସ୍ବାମୀ ଘରୁ ତଡି ଦେଇଥିବା ଜଣେ ମହିଳା ଅଭିଯୋଗ କରିଛନ୍ତି।…

ପରାଜୟ ପରେ ଏଭଳି କାଣ୍ଡ କଲେ ବିଜେଡି ନେତା

କଣ୍ଟାମାଳ/ବାଉଁଶୁଣୀ,୨୧ା୩(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ସମର୍ଥକଙ୍କ ସହ ଜଣେ ବିଜେଡି ନେତା ୨ ଜଣଙ୍କୁ ଅପହରଣ ପରେ…

୧୦୪ ବିଲିୟନ ଟଙ୍କା ନିବେଶ କରିବ ଏମ୍‌ଏସ୍‌

ନୂଆଦିଲ୍ଲୀ,୨୧।୩: ବିଶ୍ୱର ପ୍ରମୁଖ ଅଟୋ ଶିଳ୍ପ କମ୍ପାନୀ ସୁଜୁକି ମୋଟର କର୍ପୋରେଶନ (ଏସ୍‌ଏମ୍‌ସି) ପକ୍ଷରୁ ରବିବାର ଘୋଷଣା କରାଯାଇଛି ଯେ କମ୍ପାନୀର ଗୁଜୁରାଟ କାରଖାନାରେ ଏକ ଇଲେକ୍‌ଟ୍ରିକ୍‌ ଯାନ(ଇଭି)…

କ୍ଲୋଭିଆର ୮୯% ଅଂଶଧନ କିଣିଲା ରିଲାଏନ୍ସ

ନୂଆଦିଲ୍ଲୀ,୨୧।୩: ରିଲାଏନ୍ସ ଇଣ୍ଡଷ୍ଟ୍ରିର ରିଲାଏନ୍ସ ରିଟେଲ୍‌ ଭେଞ୍ଚର୍ସ ଲିମିଟେଡ୍‌ (ଆର୍‌ଆର୍‌ଭିଏଲ୍‌) ପକ୍ଷରୁ ଅନ୍ତଃବସ୍ତ୍ର ବ୍ରାଣ୍ଡ୍‌ ‘କ୍ଲୋଭିଆ’ରେ ୯୫୦କୋଟି ଟଙ୍କା ନିବେଶ ସହିତ ୮୯% ଅଂଶଧନ କ୍ରୟ କରିଥିବା…