ଦୋଳଯାତ୍ରାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଚାଲିଛି ଦୋଳଯାତ୍ରା। ଏନେଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି l ସହରରେ କିପରି ଶାନ୍ତି ଶୃଙ୍ଖଳାକୁ ବଜାୟ ରହିବ…

ସ୍ବର ବଦଳାଇଲେ ସିଦ୍ଧୁ: ଇସ୍ତଫା ପରେ ମାନଙ୍କୁ କଲେ ପ୍ରଶଂସା

ଚଣ୍ଡିଗଡ଼,୧୭।୩: ପ୍ରଥମ ଥର ପାଇଁ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କ୍ଷମତାକୁ ଆସିଛି। ବୁଧବାର ଏଏପି ମୁଖ୍ୟମନ୍ତ୍ରୀ ଚେହେରା ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…

ସ୍କୁଲ୍‌ ପାଠ୍ୟକ୍ରମରେ ସାମିଲ ହେବ ଭାଗବତ ଗୀତା

ଗାନ୍ଧିନଗର,୧୭।୩: ଗୁଜୁରାଟରେ ଷଷ୍ଠରୁ ଦ୍ବାଦଶ ଶ୍ରେଣୀ ପାଠ୍ୟକ୍ରମରେ ଭାଗବତ ଗୀତାକୁ ବିଷୟର ଏକ ଅଂଶ ଭାବେ ସାମିଲ କରାଯିବ। ଏ ନେଇ ଗୁଜରାଟ ଶିକ୍ଷା ମନ୍ତ୍ରୀ ଜିତୁ…

ପ୍ରେମ ପାଇଁ ହାରିଲେ ଜୀବନ

ଖଡ଼ିଆଳ,୧୭।୩(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଥାନା କୋଟାମାଲ ଗାଁରେ ଗୁରୁବାର ଜଣେ ଯୁବକ ବେକରେ ରଶି ଲଗାଇ ଆତ୍ନହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ହେଲେ କୋଟାମାଲ…

ହୋଲିରେ ଧୋନୀଙ୍କ ପରିବା ଅଫର

ରାଞ୍ଚି,୧୭।୩: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜ ସହରବାସୀଙ୍କୁ ହୋଲିରେ ଏକ ଦମ୍‌ଦାର ଅଫର ଦେଇଛନ୍ତି। ଚଳିତ ଥର ଧୋନୀ ରାଞ୍ଚିବାସୀଙ୍କ ସହ ହୋଲି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଜି ଅପରାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା । ଭୁବନେଶ୍ୱରରେ କିଛି ଦିନ ହେବ କପିଲ…

ଜି-୨୩ରେ ପୁଣି ମାନସ ମନ୍ଥନ: ଆଉ କିଛି ସମୟ ପରେ ବସିବ ବୈଠକ

ନୂଆଦିଲ୍ଲୀ,୧୭।୩: ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳରେ ନୂତନ ନେତୃତ୍ୱ ପାଇଁ ଦାବି ଜୋର ଧରିଛି। ଏଥିପାଇଁ ଦଳରେ ଏବେ ମାନସ…

ମଦ ପିଇବାକୁ ଟଙ୍କା ନ ଦେବାରୁ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା

ଝାରସୁଗୁଡ଼ା ଅଫିସ,୧୭।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ ରାମପୁର କଲୋନୀ ଏମ୍‌କ୍ୟୁ-୧୪ନମ୍ବର କ୍ବାଟରର୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ ଟଙ୍କା…

ଗାଧୋଇବା ବେଳେ ଚାଲିଗଲା ଜୀବନ

ଜଗତସିଂହପୁର ଅଫିସ, ୧୭।୩: ଜଗତସିଂହପୁର ଜଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ବଡ଼ଜିଙ୍ଗଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଷଲ ମହାନଦୀ ଘାଟରେ ଗାଧୋଇବା…

ମନ୍ତ୍ରୀଙ୍କୁ ଜେଲରୁ ବାହାର କରିବା ପାଇଁ ୩ କୋଟି ମାଗୁଛନ୍ତି

ମୁମ୍ବାଇ,୧୭।୩: ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ ମଲିକଙ୍କୁ ଜାମିନରେ ଜେଲରୁ ଆଣିବା ପାଇଁ ଜଣେ ବ୍ୟକ୍ତି ୩ କୋଟି ଟଙ୍କା ଦାବି କରିଛନ୍ତି। ଏ ନେଇ ମନ୍ତ୍ରୀଙ୍କ ପୁଅ…