କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ଜାବୁଡ଼ି ଧରି ବାଂଶପାଳ ବ୍ଲକର ବାୟାପଣ୍ଡାଧାର ଗ୍ରାମର କେତେକ ଲୋକଙ୍କ ଆକ୍ରମଣର ଶିକାର ହୋଇଥିବା ପୀଡ଼ିତା ସୁଲତାନୀ ଜୁଆଙ୍ଗଙ୍କ ପରିବାର…
ନୂଆଦିଲ୍ଲୀ,୧୬।୩: ପାଞ୍ଚଟି ରାଜ୍ୟ ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳ ମଧ୍ୟରେ ଫାଟ ବଢିବାରେ ଲାଗିଛି। ଅସନ୍ତୁଷ୍ଟ ଗୋଷ୍ଠୀ ବାରମ୍ବାର ଦଳ ହାଇକମାଣ୍ଡଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ…
କରାଚି,୧୬।୩: ଅସମ୍ଭବକୁ ସମ୍ଭବ କରି ଦେଖାଇଛି ପାକିସ୍ତାନ କ୍ରିକେଟ ଦଳ। ୧୭୨ ଓଭର ବ୍ୟାଟିଂ କରି ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚକୁ ପରାଜୟରୁ ବଞ୍ଚାଇ ଦେଇଛି। ଜିତିବା ପାଇଁ…
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୭,୦୪୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…
ଲେହ.୧୬।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବୁଧବାର ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରହିଛି। ସନ୍ଧ୍ୟା ୭.୦୫ ଭୂକମ୍ପ ଅନୁଭୂତ ହୋଇଥିବା…
ନୂଆଦିଲ୍ଲୀ,୧୬।୩: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍ଏନ୍ଏଲ୍) ବୁଧବାର ଏହାର ନୂତନ ୭୯୭ ଟଙ୍କା ରିଚାର୍ଜ ପ୍ଲାନ୍ ଆଣିଛି। ଏଥିରେ ଗ୍ରାହକଙ୍କୁ ୩୬୫ ଦିନର ଭାଲିଡିଟି(ବୈଧତା) ମିଳିବ।…
କୋକସରା,୧୬ା୩(ଡି.ଏନ୍.ଏ.): କୋରାପୁଟ ଅଞ୍ଚଳରୁ କଳାହାଣ୍ଡି ପଟେ ଆସୁଥିବା ଏକ ବୋଲେରୋ ନମ୍ବର ଓ ୦୮ ସି ୪୨୮୪ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର…
ଭୁବନେଶ୍ୱର,୧୬ା୩(ବ୍ୟୁରୋ)-ରାଜ୍ୟରେ ଆରମ୍ଭ ହୋଇଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଦିନକୁ ଦିନ ତାପମାତ୍ରା ବୃଦ୍ଧି ସହିତ ପ୍ରବଳ ଉତ୍ତାପ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ବୁଧବାର ରାଜ୍ୟର ୩ଟି ସହରରେ…
ଟୋକିଓ,୧୬।୩: ଜାପାନର ରାଜଧାନୀ ଟୋକିଓରେ ଭୂକମ୍ପ ଝଟ୍କା ଲାଗିଛି। ରାତି ପ୍ରାୟ ୮.୦୬ରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପାଡିଛି। ଲୋକେ ଭୂକମ୍ପ ହେବା ଜାଣି ଘରୁ ବାହାରକୁ…