ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍‌ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ…

ରେଳମନ୍ତ୍ରୀଙ୍କୁ ଟୁଇଟ୍ ପରେ ୨୩ ମିନିଟ ମଧ୍ୟରେ ଟ୍ରେନ୍‌ରେ ମିଳିଲା ଭୋକିଲା ଶିଶୁ ପାଇଁ କ୍ଷୀର

କାନପୁର,୧୮ ।୧: ଲୋକମାନ୍ୟ ତିଲକ ଟର୍ମିନାଲରୁ ସୁଲତାନପୁର ଯାଉଥିବା ଏଲଟିଟି ଏକ୍ସପ୍ରେସର ଏସି ଥ୍ରି କୋଚରେ ଯାତ୍ରା କରୁଥିଲେ ଅଞ୍ଜଳୀ ତିୱାରୀ । ଅଧାବାଟରେ ତାଙ୍କ ୮…

ଚର୍ଚ୍ଚାରେ ସମାନ୍ତରାଳ ପ୍ରାର୍ଥୀ ଚୟନ

ପୁରୀ ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବା ପରେ ପୁରୀ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ଚୟନରେ ଲାଗିପଡ଼ିଛନ୍ତି। ପୂର୍ବ…

‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’

ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ…

ଅଭିଷେକ ହେଲେ ମହାପ୍ରଭୁ

ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା…

ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ବିତ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ):  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ ଅଧୀନ ୧୦ ଜିଲାର…

ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା।…

ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ: ନେଲା ୨୬ ଜୀବନ

ହେରାତ୍‌,୧୮।୧: ପଶ୍ଚିମ ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ଏନେଇ ମୃତ୍ୟୁସଂଖ୍ୟା ବଢ଼ିବା…

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ…

କୋଭିଡ୍‌ କଟକଣା ଉଲ୍ଲଂଘନକୁ ନେଇ ପ୍ରଶାସନର ତଦନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୮ା୧ (ଡି.ଏନ୍‌.ଏ.): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନୀ ସହ ସାମାଜିକ କଟକଣା ଜାରି ହୋଇଛି। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…