କେନ୍ଦୁଝର,୧୬।୩(ସ୍ବ.ପ୍ର) - କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ରାଇସ୍ ମିଲ୍ ସ୍ଥାନୀୟ ଅଞ୍ଚଳରେ ପ୍ରଦୂଷଣ ବଢ଼ାଉଥିବାରୁ ଘୋର ଅସନ୍ତୋଷ ଦେଖାଦେଇଛି। ବର୍ତ୍ତମାନ ଗରମ ବଢ଼ୁଥିବା ବେଳେ…
ବାରିପଦା ଅଫିସ,୧୬।୩ - ଜୈବ ମଣ୍ଡଳ ଶିମିଳିପାଳ ଓ ଆଖପାଖ ସଂରକ୍ଷିତ ଜଙ୍ଗଲକୁ ବନାଗ୍ନିରୁ ସୁରକ୍ଷା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ…
ଫିଲ୍ମ ‘ଦ କଶ୍ମୀର ଫାଇଲସ’କୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ଭଲ ଆୟ କରୁଛି। କଶ୍ମୀର ପଣ୍ଡିତଙ୍କ…
ଭଣ୍ଡାରିପୋଖରୀ,୧୬।୩(ଡି.ଏନ.ଏ) - ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଐତିହାସିକ ଗଣପର୍ବ ମୁନ୍ସୀ ମେଳଣ ପାଇଁ ଥାନା ପରିସର ଶୀତକଣ୍ଠେଶ୍ୱର ଶିବ ମନ୍ଦିରରେ ମଙ୍ଗଳବାର ଘଟ ସ୍ଥାପନା ପରେ…
ଧାମନଗର, ୧୬।୩ - ଭଦ୍ରକ ଜିଲା ଧାମନଗର ତହସିଲରେ ଆର୍ଥିକ ଅନିୟମିତତାକୁ ନେଇ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ଧାମନଗର ତହସିଲ କାର୍ଯ୍ୟାଳୟରେ କେନ୍ଦ୍ରାଞ୍ଚଳ…
ବାଲିଆପାଳ,୧୬ ।୩(ସ୍ବ.ପ୍ର.) - ସରକାର ଗୁହାରୀ ଶୁଣିଲେନି। ଶେଷରେ ଗ୍ରାମବାସୀ ନିଜ ଅଞ୍ଚଳର ସୁରକ୍ଷା ପାଇଁ ଏକାଠି ହୋଇ ଅଣ୍ଟା ଭିଡ଼ିଲେ। ସମସ୍ତେ ମିଶି ଲୁଣା ବନ୍ଧ…
ଚଣ୍ଡିଗଡ, ୧୬।୩: ପଞ୍ଜାବ କଂଗ୍ରେସ କମିଟି ସଭାପତି ନବଜୋତ ସିଂ ସିଦ୍ଧୁ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ପାଞ୍ଚ…
ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି। ଆମେରିକା…
ବାରଙ୍ଗ,୧୬।୩(ଡି.ଏନ୍.ଏ.): ନନ୍ଦନକାନନରେ ପୁଣି ଦୁଇ ଜଙ୍ଗଲୀ ହାତୀ ପଶି ଲୁଚି ରହିଛନ୍ତି । ମଙ୍ଗଳବାର ରାତିରେ ଦୁଇ ହାତୀ ନନ୍ଦନାକନନନ ପଛପଟ ପାଚେରି ଭିତରକୁ ପ୍ରବେଶ କରିଥିଲେ…
କ୍ୱିଭ୍, ୧୬।୩ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ୨୧ ଦିନରେ ପହଞ୍ଚିଛି। ୟୁକ୍ରେନ ଦାବି କରିଛି ଯେ ରୁଷିଆର ସେନାର ବହୁତ କ୍ଷତି ହୋଇଛି।…