ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ଚାଲିବ।…
ନୂଆଦିଲ୍ଲୀ,୧୬ା୩: ଭାରତୀୟ ରିଜର୍ଭ ବ୍ୟାଙ୍କ୍ (ଆର୍ବିଆଇ) ପୁଣିଥରେ ବିଭିନ୍ନ ବ୍ୟାଙ୍କ୍ ଉପରେ ମୋଟା ଅଙ୍କର ଜରିମାନା ଲଗାଇଛି। ବିଭିନ୍ନ ବ୍ୟାଙ୍କ୍ଗୁଡ଼ିକ ସଠିକ୍ ଭାବରେ ନିୟମର ଅନୁପାଳନ କରୁନଥିବାରୁ…
ନୂଆଦିଲ୍ଲୀ,୧୬ା୩: ସାଧାରଣ ଲୋକଙ୍କ ହିତକୁ ନଜରରେ ରଖି ଇନ୍ଧନ ଦର ନିୟନ୍ତ୍ରଣ ରଖିବା ଉଦ୍ଦେଶ୍ୟରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ସରକାରଙ୍କ ପକ୍ଷରୁ ସୂଚନା…
କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍ଡକଲ୍ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି…
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରୁ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗଁାର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ପରେ ହତ୍ୟା କରି…
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଏଥିସହ…
ପୁରୀ ଅଫିସ,୧୬।୩: ସ୍ଥାନୀୟ ମାତାମଠସ୍ଥିତ ଶ୍ରୀଚୈତନ୍ୟଙ୍କ ୩୫ ଫୁଟ ମୂର୍ତ୍ତି ଅନାବରଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଶ୍ରୀଗୌରବିହାର ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ମାତାମଠ ପରିସରରେ…
ନୂଆଦିଲ୍ଲୀ, ୧୫।୩ : ବିଧାନସଭା ନିର୍ବାଚନରେ ୫ ରାଜ୍ୟରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ପୁନର୍ଗଠନ ପ୍ରକିୟା ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ,…
ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ସାଗର ବଳବନ୍ତରାୟଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ…
ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ପ୍ରଭାବ କଂଗ୍ରେସରେ ଦେଖାଯାଉଛି। ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ ପଦରୁ ଗଣେଶ ଗୋଡିୟାଲ ମଙ୍ଗଳବାର ନିଜ…