ସ୍କୁଲ ବନ୍ଦକୁ ନେଇ ପ୍ରଶ୍ନ ଉଠାଇଲେ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୬ା୧: କରୋନା ମହାମାରୀ ମଧ୍ୟରେ ସ୍କୁଲ ବନ୍ଦକୁ ନେଇ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ ଜେମ୍‌ ସାଭେଦ୍ରା ଅନେକ ପ୍ରଶ୍ନ ଉଠାଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି,…

କୋହଲି ଅଧିନାୟକ ପଦ ଛାଡ଼ିବା ପରେ ଏମିତି ପୋଷ୍ଟ କଲେ ଅନୁଷ୍କା

ମୁମ୍ବାଇ: ବେଶ୍‌ କିଛିଦିନ ଧରି ଭାରତୀୟ କ୍ରିକେଟ ଟିମ୍‌ର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଯାତ୍ରା ଉତ୍ଥାନ ପତ୍ତନ ଦେଇ ଗତି କରୁଥିଲା। ଏତେ କମ୍‌ ସମୟ…

ରାଶିଫଳ: ସୋମବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ହଠାତ୍‌ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ…

‘ମୁଁ ବିଲକୁଲ ଆଶ୍ଚର୍ଯ୍ୟ ନୁହେଁ’

ନୂଆଦିଲ୍ଲୀ,୧୬।୧: ଟେଷ୍ଟ ଦଳର ଅଧିନାୟକ ପଦରୁ ବିରାଟ କୋହଲିଙ୍କ ଓହରିବା ନିଷ୍ପତ୍ତି ଭାରତୀୟ କ୍ରିକେଟରେ ହଇଚୟ ସୃଷ୍ଟି କରିଛି। ଦକ୍ଷିଣ ଆଫ୍ରିକାଠାରୁ ୨-୧ରେ ସିରିଜ୍‌ ହାରିବା ଦିନକ…

ରାଜଧାନୀରେ ସଂକ୍ରମଣକୁ ରୋକିଲା ସପ୍ତାହନ୍ତ କର୍ଫ୍ୟୁ, କହିଲେ ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୬।୧: ରାଜଧାନୀ ଦିଲ୍ଲୀରେ ଦୈନିକ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଯେ ସପ୍ତାହନ୍ତ କର୍ଫ୍ୟୁ…

ମୁଖ୍ୟମନ୍ତ୍ରୀଙ୍କ ବାୟୋପିକରେ ନଜର ଆସିବେ ସହଦେବ

ମୁମ୍ବାଇ: ବଚପନ କା ପ୍ୟାର ଗୀତ ଗାଇ ରାତାରାତି ଷ୍ଟାର ପାଲଟିଥିବା ଛତିଶଗଡ଼ର ଶିଶୁ ମହାଦେବ ଏବେ ଅଭିନୟ ଦୁନିଆରେ ପାଦ ରଖିବେ ବୋଲି ଜଣାପଡିଛି ।…

ଆଫଗାନିସ୍ତାନକୁ ସହାୟତାର ହାତ ବଢ଼ାଇଲା ନେପାଳ

କାଠମାଣ୍ଡୁ,୧୬ା୧: ଭାରତ ସହିତ ପଡ଼ୋଶୀ ଦେଶ ନେପାଳ ଆଫଗାନିସ୍ତାନକୁ ସହାୟତା ପଠାଇଛି। ଗତବର୍ଷ ତାଲିବାନ ଆଫଗାନିସ୍ତାନରେ କ୍ଷମତା ଦଖଲ କରିଥିଲା। ସେବେଠାରୁ ଦେଶର ଆଭ୍ୟନ୍ତରୀଣ ପରିସ୍ଥିତି କ୍ରମାଗତ…

ଗୋଆ ନିର୍ବାଚନ: ୧୦-୧୫ ଆସନରେ ନିର୍ବାଚନ ଲଢିବ ଶିବସେନା, ଏନ୍‌ସିପି ସହ କରିବ ମେଣ୍ଟ

ମୁମ୍ବାଇ,୧୬ ।୧: ଗୋଆ ବିଧାନସଭା ନିର୍ବାଚନରେ ଶିବସେନା ଓ ଏନ୍‌ସିପି ଏକାଠି ମିଶି ନିର୍ବାଚନ ଲଢିବେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ୧୮ ଜାନୁୟାରୀରେ…

ବ୍ୟକ୍ତିଗତ ଭାବେ ଏହା ମୋ ପାଇଁ ଦୁଃଖଦ ଦିନ: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୬।୧: ୨୦୧୫ରୁ ଭାରତୀୟ ଟେଷ୍ଟ ଦଳର ନେତୃତ୍ୱ ନେଇଆସୁଥିବା ବିରାଟ କୋହଲି ଶନିବାର ହଠାତ୍‌ ଅଧିନାୟକ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଥିଲେ। ଏହାକୁ ସହଜରେ ଗ୍ରହଣ…

ପ୍ରେମିକଙ୍କୁ ଫସାଇବା ପାଇଁ ୩୦ ଫେକ୍‌ ଆକାଉଣ୍ଟ ଖୋଲିଥିଲେ ପ୍ରେମିକା, ପରେ ଯାହା ଘଟିଲା ଜାଣିଲେ…

ପ୍ରେମିକ ହୁଅନ୍ତୁ କି ପ୍ରେମିକା। ଏମାନଙ୍କ ମଧ୍ୟରୁ ଯଦି କେହି ପ୍ରେମରେ ବିଫଳ ହେଲେ ତେବେ ରାଗ ଶୁଝାଇବା ପାଇଁ କିଏ କେତେ କ’ଣ ଉପାୟ ପାଞ୍ଚିଥାନ୍ତି।…