ନୂଆଦିଲ୍ଲୀ,୧୫ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ପରେ ଏବେ ଆମ ଆଦମୀ ପାର୍ଟି(ଏଏପି)ର ଡିମାଣ୍ଡ ବଢିଯାଇଛି । ଦଳର ଦମଦାର ପ୍ରଦର୍ଶନକୁ ଦେଖି ଏବେ…
ନୂଆଦିଲ୍ଲୀ,୧୫ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ବି ମନୋବଳ ଦୃଢ ରଖିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ…
ନୂଆଦିଲ୍ଲୀ,୧୫।୩: ପୂର୍ବତନ ଏମ୍ପି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକରେ ସୋମବାର ଲୋକ ସଭାରେ ଶୋକବ୍ୟକ୍ତ କରାଯାଇଛି। ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀରୁ ପଞ୍ଚଦଶ ଲୋକ ସଭାର…
ମସ୍କୋ/କ୍ୱିଭ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ୧୯ ଦିନ ହୋଇଗଲାଣି । ଏବେବି ରୁଷିଆ ପକ୍ଷରୁ ଲଗାତାର ଆକ୍ରମଣ ଚାଲିଥିବା ବେଳେ ୟୁକ୍ରେନ ବି ଏହାର…
ବେଙ୍ଗାଲୁରୁ,୧୫।୩: ବେଙ୍ଗାଲୁରୁରେ ଖେଳାଯାଇଥିବା ପିଙ୍କ-ବଲ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୨୩୮ ରନରେ ପରାସ୍ତ କରି ଟେଷ୍ଟ ସିରିଜକୁ ୨-୦ରେ କବ୍ଜା କରିଛି। ତୃତୀୟ ଦିନରେ ଭାରତ ଏହି…
ନୂଆଦିଲ୍ଲୀ,୧୪।୩: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଭାଜପା ସରକାର ଗଢ଼ିବାକୁ ଯାଉଥିବାବେଳେ ନବନିର୍ବାଚିତ ବିଧାୟକ ଦଳ ନେତା ବାଛିବା ଲାଗି ସୋମବାର ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି।…
ଆଜି ଅର୍ଥାତ୍ ମାର୍ଚ୍ଚ ୧୫ କ୍ରିକେଟ ଇତିହାସରେ ଏକ ବିଶେଷ ଦିନ। ୧୪୫ ବର୍ଷ ପୂର୍ବେ ମାର୍ଚ୍ଚ ୧୫ ୧୮୭୭ରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ…
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଗତ ଜିଲା ପରିଷଦ ନିର୍ବାଚନରେ ବିଜୁ ଜନତା ଦଳକୁ ବିପୁଳ ସଫଳତା ମିଳିଛି। ୩୦ ଜିଲା ପରିଷଦରେ ୨୧ ଜଣ ମହିଳା ସଭାପତି ଭାବେ ନିର୍ବାଚିତ…
ନୂଆଦିଲ୍ଲୀ,୧୫।୩: ପଞ୍ଜାବର ଜଳନ୍ଧରରେ ସୋମବାର ଆୟୋଜିତ କବାଡ଼ି ଟୁର୍ନାମେଣ୍ଟରେ ଜଣେ ଖେଳାଳିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଅନ୍ତର୍ଜାତୀୟ ସ୍ତରର କବାଡି ଖେଳାଳି ସନ୍ଦୀପ…