ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା…

ଚତୁର୍ଥ ପର୍ଯ୍ୟାୟ ଆଲୋଚନା, ଅସ୍ତ୍ରବିରତି ଦାବି କଲା କ୍ୱିଭ୍‌

କ୍ୱିଭ୍‌, ୧୪ା୩: ୟୁକ୍ରେନ୍‌ରେ ରୁଷିଆ ଅଧିକ ଆକ୍ରମଣାତ୍ମକ ହୋଇ ତୁହାକୁ ତୁହା ମିଶାଇଲ, ବୋମା ମାଡ଼ କରୁଥିବାବେଳେ ଉଭୟ ଦେଶର ପ୍ରତିନିଧିଙ୍କ ମଧ୍ୟରେ ସୋମବାର ଚତୁର୍ଥ ପର୍ଯ୍ୟାୟ…

ଜମ୍ମୁରେ ବଡ଼ ଧରଣର ବିସ୍ଫୋରଣ: ୩ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ଶ୍ରୀନଗର,୧୪।୩: ଜମ୍ମୁର ରେସିଡେନ୍ସି ରୋଡ ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ…

ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି।…

ରାଜ୍ୟରେ ସୁସ୍ଥହେଲେ ୧୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ ନ୍‌ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି…

ଗୁଜରାଟ, ମଧ୍ୟପ୍ରଦେଶ-ହରିଆଣା ପରେ ଏବେ ଏହି ରାଜ୍ୟରେ ଟ୍ୟାକ୍ସ ଫ୍ରି ହେଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ,୧୪।୩: ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କାଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ପିଲ୍ମ ସିନେମା ହଲ୍‌ରେ ରିଲିଜ୍‌…

ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏ ବନ୍ଦ ରହିବ ବସ୍‌ ଚଳାଚଳ

ଭୁବନେଶ୍ୱର ,୧୪।୩(ବ୍ୟୁରୋ): ରାଜ୍ୟରେ ବଢୁଛି ତାତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି । ତେବେ ଗାଇଡ୍‌ଲାଇନ ଅନୁଯାୟୀ, ରାଜ୍ୟରେ…

ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ହେଲେ ଅମିତ ଶାହ

ନୂଆଦିଲ୍ଲୀ,୧୪ ।୩: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଦଳ ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି । ଏହାସହ…

ଘରେ ପଶିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ, ଗୋଡ଼ ହାତ ବାନ୍ଧି ବୁଲାଇଲେ କଳାକନା

ଦିଗପହଣ୍ଡି,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ରଘୁନାଥ ଗୌଡଙ୍କ ଘରେ ଶସସ୍ତ୍ର ଡକାୟତି ହୋଇଛି। ରବିବାର ବିଳମ୍ବିତ ରାତିରେ ପରିବାର ଲୋକେ…

ଟେଷ୍ଟ ସିରିଜ୍‌ ପୋଛିଲା ଟିମ୍‌ ଇଣ୍ଡିଆ

ବେଙ୍ଗାଲୁରୁ,୧୪।୩: ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷରେ ଅନୁଷ୍ଠିତ ଦିବାରାତ୍ର ଟେଷ୍ଟକୁ ଭାରତୀୟ ଦଳ ୩ ଦିନ ମଧ୍ୟରେ ଜିତି ନେଇଛି। ଦ୍ୱିତୀୟ ଟେଷ୍ଟରେ ରୋହିତ ଶର୍ମାଙ୍କ…