କ୍ରୋମ୍‌ ଅପଡେଟ୍‌ରେ କମ୍ପ୍ୟୁଟରରେ ଭାଇରସ ସହିତ ବ୍ଲାକ୍‌ମେଲିଂ ଆଶଙ୍କା…

ନୂଆଦିଲ୍ଲୀ, ୧୫।୧ : କମ୍ପ୍ୟୁଟର, ସ୍ମାର୍ଟଫୋନ କିମ୍ବା ଅନ୍ୟାନ୍ୟ ଡିଭାଇସରେ ଅପଡେଟ ଆସିବାକୁ ସକାରାତ୍ମକ ଭାବେ ଗ୍ରହଣ କରାଯାଇଥାଏ। ଏହା ଦ୍ୱାରା ଏହାର ସୁରକ୍ଷାସ୍ତର ଅପଡେଟ ହୋଇଥାଏ।…

ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଅମ୍ବାଭୋନା,୧୫ା୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ…

କେବଳ ଏହି ଗୋଟିଏ କାରଣ ପାଇଁ ଆଇପିଏଲ୍‌ ନିଲାମ ପୂର୍ବରୁ ଓହରି ଯାଇଥିଲେ ଡି ଭିଲିୟର୍ସ, ଏବେ କହିଲେ…

ନୂଆଦିଲ୍ଲୀ,୧୫।୧: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଇଛନ୍ତି। ଏଥିସହ ସେ ଆଇପିଏଲ୍‌ ଖେଳିବେ ନାହିଁ ବୋଲି ମଧ୍ୟ…

କେତେ ପଢ଼ିଛନ୍ତି ଆପଣଙ୍କ ପ୍ରିୟ ଷ୍ଟାରକିଡ୍‌, ଜାଣନ୍ତୁ…

ବମ୍ବେ: ଷ୍ଟାରକିଡ୍‌ ସାରା ଅଲି ଖାନ୍‌, ଅନନ୍ୟା ପାଣ୍ଡେ ଏବଂ ଜାନଭୀ କପୁର ଭାରତୀୟ ଚଳଚ୍ଚିତ୍ର ଜଗତରେ ନାମ କମାଇସାରିଲେଣି। ପ୍ରଶଂସକମାନେ ଏବେ ବଲିଉଡରେ ସୁହାନା ଖାନ୍‌,…

ଟେଷ୍ଟ ଅଧିନାୟକ ପଦ ଛାଡ଼ିବା ନେଇ ଘୋଷଣା

ନୂଆଦିଲ୍ଲୀ,୧୫।୧: ଟି-୨୦, ଦିନିକିଆ ପରେ ଏବେ ଟେଷ୍ଟ ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏନେଇ ସେ ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ନିଜ ଟୁଇଟ୍‌ରେ…

ଲିପୁଲେଖରେ ଭାରତର ସଡ଼କ ପ୍ରଶସ୍ତିକରଣକୁ ନେପାଳ ପକ୍ଷରୁ ବିରୋଧ…

କାଠମାଣ୍ଡୁ/ନୂଆଦିଲ୍ଲୀ, ୧୫।୧ : ଭାରତ ସରକାରଙ୍କ ପକ୍ଷରୁ ଉତ୍ତରାଖଣ୍ଡର ଲିପୁଲେଖରେ ସଡ଼କ ପ୍ରଶସ୍ତିକରଣ କାର୍ଯ୍ୟ ଜାରି ରହିଛି। ତେବେ ଏହାକୁ ନେପାଳ ପକ୍ଷରୁ ବିରୋଧ କରାଯାଇଛି। ଭାରତ…

ପ୍ରାର୍ଥୀ ଚୟନ ନେଇ ଅଙ୍କକଷା

ସୁୁନ୍ଦରଗଡ଼,୧୫।୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଘୋଷଣା ପରେ ସୁନ୍ଦରଗଡ଼ ଜିଲାର ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏପଟେ କରୋନା ସଂକ୍ରମଣ ବୃଦ୍ଧିରେ…

ଭାରତ-ପାକିସ୍ତାନ ସୀମାରେ ଉଡିଲା ବିଶ୍ୱର ସର୍ବବୃହତ୍‌ ଜାତୀୟ ପତାକା

ଜୟପୁର,୧୫।୧: ଭାରତୀୟ ସେନା ଦିବସ ଅବସରରେ ଶନିବାର ରାଜସ୍ଥାନର ଜୈସଲମେରରେ ଥିବା ଭାରତ-ପାକିସ୍ତାନ ସୀମାରେ ପ୍ରଦର୍ଶିତ ହୋଇଛି ବିଶ୍ୱର ସର୍ବବୃହତ୍‌ ଜାତୀୟ ପତାକା। ମେଜର ଜେନେରାଲ ଯୋଗେନ୍ଦ୍ର…

ସମୁଦ୍ରରେ ଆଗ୍ନେୟଗିରି ଉଦ୍‌ଗିରଣ, ସୁନାମୀ ସହିତ ଆକାଶରୁ ପଥର ବର୍ଷା…

ଟୋଙ୍ଗା, ୧୫।୧ : ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଥିବା ପଲିନେସିଆ ଦେଶ ଟୋଙ୍ଗା ଦ୍ୱୀପ ନିକଟରେ ଥିବା ସମୁଦ୍ରରେ ଶନିବାର ଆଗ୍ନେୟଗଗିରି ଉଦ୍‌ଗିରଣ ଘଟିଛି। ଏହାର ପ୍ରଭାବରେ…

ପାଣି ପାଇଁ ରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୧୫ା୧(ସ୍ବ.ପ୍ର.): ଦୀର୍ଘ ୧୫ ଦିନ ଧରି ପାଣି ସମସ୍ୟା ଦେଖାଦେଇଥିଲା ହେଁ ସମାଧାନ ନ ହେବାରୁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ନୁଦୁରପଡ଼ା-କାଳିଆ ହତା ରାସ୍ତାର ଖୁଦପଶି…