ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ…

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲା: ପୂର୍ବତନ ଏଜିଙ୍କୁ ସିବିଆଇର ପଚରାଉଚରା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲାରେ ଛନ୍ଦି ହୋଇଥିବା ଓଡ଼ିଶାର ପୂର୍ବତନ ଆଡ୍‌ଭୋକେଟ୍‌ ଜେନେରାଲ୍‌ (ଏଜି) ଅଶୋକ ସେଠୀଙ୍କୁ ସିବିଆଇ ପଚରାଉଚରା କରିଛି। ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ୩୦…

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧…

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ ହେବ।…

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ ଇତିହାସ…

ମାଓବାଦୀଙ୍କ ଗୁଳିରେ ୨ ଯବାନ ଆହତ

ମାଲକାନଗିରି,୧୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ଅଧୀନ କେରଳାପାଲ ଅଞ୍ଚଳର ଚିଚୋରଗୁଡାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ଡିଆରଜି…

୪ ଘଣ୍ଟାର ବୈଠକ ପରେ ନିଷ୍ପତ୍ତି ହେଲା ସୋନିଆ ଧରିବେ ମଙ୍ଗ

ନୂଆଦିଲ୍ଲୀ,୧୩ା୩: ସଦ୍ୟ ଅନୁଷ୍ଠିତ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ନେତୃତ୍ୱ ପରିବର୍ତ୍ତନ କରିବାକୁ ଜୋର…

ଚାଇନାକୁ ଫେରିଲା ଲକ୍‌ଡାଉନ

ବେଜିଂ,୧୩।୩: ଚାଇନାର ଅନ୍ୟତମ ସର୍ବବୃହତ ସହର ଶେନ୍‌ଝେନ୍‌ରେ ରବିବାର ୬୬ କୋଭିଡ୍‌ ମାମଲା ଚିହ୍ନଟ ହେବା ସହ ଦେଶରେ ମାମଲା ସଂଖ୍ୟା ୩,୪୦୦କୁ ବୃଦ୍ଧି ପାଇଛି। ପଡୋଶୀ…

ସିଲେଇ ପ୍ରଶିକ୍ଷିକାରୁ ଜିଲାପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼,୧୩।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ ପାଇଁ…

ଓଡ଼ିଶା: ଆଜିର ଫଟୋ (ମାର୍ଚ୍ଚ ୧୩, ୨୦୨୨)

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ପ୍ରୋ ଲିଗ (ମହିଳା)ରେ ଭାରତ ଏବଂ ଜର୍ମାନୀ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୩-୦ ଗୋଲରେ ଜିତିଲା ଭାରତ