ଅଧ୍ୟକ୍ଷ ପଦ ହାତେଇଲେ ଯତୀନ୍ଦ୍ର, ଦୁଇ ପ୍ରାର୍ଥୀଙ୍କ କ୍ରସିଂଭୋଟ୍‌କୁ ନେଇ ଜୋର୍‌ଦାର ଚର୍ଚ୍ଚା

ଲୋଇସିଂହା,୧୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀକୁ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଶନିବାର ଅନ୍ତ ଘଟିଛି। ଏମ୍‌ପି କଳିକେଶ ନାରାୟଣ ସିଂଦେଓଙ୍କ…

ରାତି ପାହିଲେ ପାଣି ଚିନ୍ତା

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ପୌରାଞ୍ଚଳର ୨ନଂ. ୱାର୍ଡବାସୀ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଯେଉଁଠି ରାତି ପାହିଲେ ଲୋକଙ୍କୁ ପାଣିର ଚିନ୍ତା ଘାରୁଛି। ପାଇପ୍‌ ପାଣି ସୁବିଧା…

ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ

ପୁରୀ ଅଫିସ,୧୩।୩: ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ନୀତି କରାଯିବ । ଠାକୁରେ ଝିମିରି…

ଡବ୍ଲ୍ୟୁଇର ଚତୁର୍ଥ ସଂସ୍କରଣ ଘୋଷଣା

ନୂଆଦିଲ୍ଲୀ : ଅନ୍ତଃରାଷ୍ଟ୍ରୀୟ ସ୍ତରର ଏଡ୍‌ଟେକ କମ୍ପାନୀ ଏବଂ ଟ୍ୟାଲେଣ୍ଟ ସ୍ପିରିଟ ତାହାର ଓମେନ ଇଞ୍ଜିନିୟର୍ସ (ଡବ୍ଲ୍ୟୁଇ) କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣ ସମ୍ପର୍କରେ ଘୋଷଣା କରିଛି। ଗୁଗଲ…

ଶ୍ରୀଲଙ୍କା ସିରିଜ ପରେ ସନ୍ୟାସ ନେଇପାରନ୍ତି ଏହି ଅଲରାଉଣ୍ଡର, ଏଭଳି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୩: ଜାତୀୟ ଦଳ ଭାରତ ପକ୍ଷରୁ ଖେଳିବାର ସ୍ବପ୍ନ ପ୍ରତିଟି କ୍ରିକେଟର ଦେଖିଥାନ୍ତି। ହେଲେ ବହୁତ କମ୍‌ ଖେଳାଳିଙ୍କୁ ଏହାର ସୁଯୋଗ ମିଳିଥାଏ। ନିକଟରେ ଅଧିନାୟକ ରୋହିତ…

ପାକିସ୍ତାନରେ ଆଇଏସ୍‌ ଆତଙ୍କବାଦୀ ଶିବିର, ଭାରତ ପାଇଁ ସତର୍କ ଘଣ୍ଟି…

ନୂଆଦିଲ୍ଲୀ, ୧୩।୩ : ଇସଲାମିକ ଷ୍ଟେଟ-ଖୋରାସାନ (ଆଇଏସ୍‌-କେ) ପାକିସ୍ତାନରେ ଆତଙ୍କବାଦୀ ଶିବିର ସ୍ଥାପନ କରିଛି। ଏହା ଭାରତ ପାଇଁ ସତର୍କ ଘଣ୍ଟି ସାବ୍ୟସ୍ତ ହୋଇଛି। କୁହାଯାଉଛି ଯେ…

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ରବିବାର ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ- ୨୪୭୨ ଜରୁରୀ ଅବତରଣ କରିଛି। ତୈମୁର ଅଲ୍ଲୀ ଖାନ୍‌(୩୨) ନାମକ ଜଣେ ଯାତ୍ରୀ…

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ …

ନୂଆଦିଲ୍ଲୀ, ୧୩।୩ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ପାଳିରେ ସାଧାରଣ ବଜେଟ ଏବଂ ଫାଇନାନ୍ସ ବିଲ…

ଜିଲା ପରିଷଦ ଅଧ୍ୟକ୍ଷା ହେଲେ ଗୀତାଞ୍ଜଳି

କେନ୍ଦ୍ରାପଡ଼ା ଅଫିସ,୧୩ା୩: କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦ ରବିବାର ନିର୍ବାଚନ ହୋଇଛି। ଏହି ପଦ ପାଇଁ ବିଜେଡିର ଗୀତାଞ୍ଜଳି ସେଠୀ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ହୋଇଛନ୍ତି। ସେ…

୧୫ରୁ ବଢ଼ିବ ତାତି

ଭୁବନେଶ୍ୱର,୧୩।୩(ବ୍ୟୁରୋ):ରାଜ୍ୟରେ ତାତି ବଢୁଥିବା ବେଳେ କେତେକ ଜିଲାରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ…