ଜେନେଭା, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। କରୋନା ମହାମାରୀର ଦୁଇ ବର୍ଷ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହି ସଙ୍କଟକୁ…
ବମ୍ବେ: ଆଜି ଜନ୍ମଦିନ ପାଳୁଛନ୍ତି ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ନିମ୍ରତ କୌର। ୧୯୮୨ ମାର୍ଚ୍ଚ ୧୩ରେ ରାଜସ୍ଥାନର ପିଲାନୀରେ ଜନ୍ମଗ୍ରହଣ କରିଥିଲେ ସେ। ତାଙ୍କ ବାପା…
ଓ୍ବାଶିଂଟନ/କ୍ୱିଭ୍,୧୩।୩ : ଆମେରିକା ୟୁକ୍ରେନକୁ ୨୦ କୋଟି ଡଲାର ସାମରିକ ସହାୟତା ଦେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ଏନେଇ ଏକ ସ୍ମାରକପତ୍ର ସ୍ବାକ୍ଷର…
ନୂଆଦିଲ୍ଲୀ, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…
ଭୁବନେଶ୍ୱର,୧୩।୩(ବ୍ୟୁରୋ)-ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପରେ ରବିବାରଲାପରିଷଦ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଅପରାହ୍ନ ୧ଟା ୩୦ ମିନିଟରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟଗ୍ରହଣ କରାଯିବ ।…
ଇରବିଲ,୧୩।୩: ଇରାକରେ ଥିବା ଆମେରିକା ଦୂତାବାସ ଉପରେ ଘନ ଘନ କ୍ଷେପଣାସ୍ତ୍ର ମାଡ ହୋଇଛି। ଉତ୍ତର ଇରବିଲରେ ଥିବା ବାଣିଜ୍ୟ ଦୂତାବାସ ଉପରେ ଇରାନ ୬ କ୍ଷେପଣାସ୍ତ୍ର…
ଭୁବନେଶ୍ୱର,୧୩।୩(ବ୍ୟୁରୋ)-ରାଜ୍ୟରେ ଆଇନ ନିଜ ବାଟରେ ଯାଉ ନାହିଁ। ବରଂ ଆଇନ ଆଗରେ ବାଟ ଓଗାଳି ଛିଡ଼ା ହୋଇ ରହିଛନ୍ତି ଖୋଦ୍ ରାଜ୍ୟ ସରକାର। ପଞ୍ଚାୟତ ନିର୍ବାଚନ ସମୟରେ…
ଭୁବନେଶ୍ୱର,୧୩।୩(ବ୍ୟୁରୋ)- ରାଜ୍ୟରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ବିଜେଡି ଏକପ୍ରକାର କ୍ଲିନ୍ସୁଇପ କରିଛି। ୩୧୪ ବ୍ଲକରୁ ୯୦…
ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଶେୟାର ମାର୍କେଟ୍ରେ ନିବେଶ ନାଁରେ ପ୍ରାୟ ୧୦ କୋଟି ଟଙ୍କା ଠକେଇ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)।…