ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆର ଷଡ଼ଯନ୍ତ୍ର, ଗୋଦାମରେ ବୋମାମାଡ଼…

କ୍ୱିଭ୍‌, ୧୨।୩ : ୟୁକ୍ରେନ୍‌ରେ ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆ ସୈନ୍ୟଙ୍କ ପକ୍ଷରୁ ଷଡ଼ଯନ୍ତ୍ର ହୋଇଛି। ତେଣୁ କେତେକ ଖାଦ୍ୟଶସ୍ୟ ଗୋଦାମରେ ରୁଷିଆ ସୈନ୍ୟ ନିଆଁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

ପରଦାରେ ଟକ୍କର ଦେଉଛି ‘ଦ କଶ୍ମୀର ଫାଇଲ୍ସ’: ବ୍ୟବସାୟରେ ରଚିଲା କୀର୍ତ୍ତିମାନ

ବମ୍ବେ: ସୁପରଷ୍ଟାର ପ୍ରଭାସଙ୍କ ‘ରାଧେ ଶ୍ୟାମ’କୁ ପରଦାରେ ଟକ୍କର ଦେଉଛି ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’। ମାତ୍ର ୬୩୦ ସିନେମାହଲ୍‌ରେ ରିଲିଜ…

କଂଗ୍ରେସର ୯୭ ପ୍ରତିଶତ-ବିଏସ୍‌ପିର ୭୨ ପ୍ରତିଶତ ପ୍ରାର୍ଥୀ ଅମାନତ ହରାଇଲେ…

ଲକ୍ଷ୍ନୌ, ୧୨।୩ : ଉତ୍ତରପ୍ରଦେଶରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି, ସମାଜବାଦୀ ପାର୍ଟି ଏହାକୁ ପ୍ରତ୍ୟେକ ଆସନରେ କଡ଼ା ମୁକାବିଲା କରିଛି।…

ସ୍ବାଧୀନ ପ୍ରାର୍ଥୀଙ୍କ ହାତକୁ ଗଲା ବ୍ଲକ ଅଧ୍ୟକ୍ଷା ପଦବୀ

କୁତ୍ରା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା…

ୟୁକ୍ରେନ୍‌ ଯୁଦ୍ଧରେ ସ୍ନାଇପର ‘ଓ୍ବାଲି’ଙ୍କ ଏଣ୍ଟ୍ରି…

କ୍ୱିଭ୍‌, ୧୨।୩: ରୁଷିଆ ବିରୋଧରେ ୟୁକ୍ରେନର ସହିତ ମିଶି ଲଢ଼ିବା ପାଇଁ ପୃଥିବୀର ସର୍ବଶ୍ରେଷ୍ଠ ସ୍ନାଇପର ‘ଓ୍ବାଲି’ ଏବେ ଯୁଦ୍ଧରେ ଏଣ୍ଟ୍ରି କରିଛନ୍ତି। ବର୍ତ୍ତମାନ ରୁଷିଆ ଏବଂ…

ପାଟଣା, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ପଦ ଦଖଲ କଲା ବିଜେଡି

ପାଟଣା,୧୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ସୁକାନ୍ତି ନାଏକ ଓ ସାହାରପଡ଼ା ବ୍ଲକରେ ରୀନା ନାଏକ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି। ଶନିବାର କଡ଼ା ସୁରକ୍ଷା…

୨୦୨୪ ନିର୍ବାଚନ ପାଇଁ ଭାଜପାର ନୂଆ ଭୋଟ ବ୍ୟାଙ୍କ…

ନୂଆଦିଲ୍ଲୀ, ୧୨।୩ : ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ପୁଣି ୪ ଟି ରାଜ୍ୟରେ କ୍ଷମତାକୁ ଫେରିଛି। ଚଳିତ ନିର୍ବାଚନରେ ମୁଦ୍ରାସ୍ଫୀତି, ବେକାରୀ…

ନିର୍ଦ୍ୱନ୍ଦ୍ୱରେ କଣ୍ଟାପଡ଼ା ବ୍ଲକ ଅଧ୍ୟକ୍ଷା ହେଲେ ଜିନା

କଣ୍ଟାପଡ଼ା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ବ୍ଲକର ଅଧ୍ୟକ୍ଷା ଭାବେ ବାଗଲପୁର ପଞ୍ଚାୟତର ସମିତିସଭ୍ୟା ଜିନା ଭୋଇ ନିର୍ବାଚିତ ହୋଇଛନ୍ତି। ଜିନା ଅଧ୍ୟକ୍ଷା ପଦବୀ ପାଇଁ ଏକମାତ୍ର ପ୍ରାର୍ଥୀ…

ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ହେଲେ ସୁଶାନ୍ତ

ଦାରିଙ୍ଗବାଡ଼ି,୧୨ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ବିଜେଡି ହାତେଇଛି। ଏହି ପଦରେ ବିଜେଡିର ସୁଶାନ୍ତ କୁମାର ପ୍ରଧାନ ବିଜୟୀ ହୋଇଛନ୍ତି। ସେ ୨୫ ସମିତିସଭ୍ୟଙ୍କ…