ସରିତା ବାଗ୍‌ ହେଲେ ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ,୧୨ା୩: ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ଭାବେ ବଡ଼ିଘାଟ ସମିତି ସଭ୍ୟା ସରିତା ବାଗ୍‌ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ…

ଜେଲ୍‌ରେ ତାଲିମ ଦେଉଛନ୍ତି ରେସଲର୍‌ ସୁଶୀଲ

ନୂଆଦିଲ୍ଲୀ,୧୨।୩: ହତ୍ୟା ଅଭିଯୋଗରେ ତିହାର ଜେଲ୍‌ରେ ବନ୍ଦୀ ଥିବା ଅଲମ୍ପିଆନ ସୁଶୀଲ କୁମାର କଏଦୀଙ୍କୁ ଫିଟ୍‌ନେସ ଓ ରେସଲିଂ ତାଲିମ ଦେଉଛନ୍ତି। ଏଥିପାଇଁ ଜେଲ୍‌ କର୍ତ୍ତୃପକ୍ଷ ତାଙ୍କୁ…

୨୬ ଜୁନରେ ପାଳନ କରାଯାଇଥାଏ ଶ୍ରେୟା ଘୋଷାଲ ଡେ’

ମୁମ୍ବାଇ: ନିଜର ସୁରିଲା ସ୍ୱରରେ ଶ୍ରୋତାଙ୍କୁ ମତୁଆଲା କରୁଥିବା ବଙ୍ଗିୟ ଲଳନା ଶ୍ରେୟା ଘୋଷାଲ ଆଜି ପାଳନ କରୁଛନ୍ତି ତାଙ୍କ ଜନ୍ମଦିନ । ୧୨ ମାର୍ଚ୍ଚ ୧୯୮୪ରେ…

ଇଭିଏମ୍‌, ବାଲଟରେ ମଧ୍ୟ କେଶବ ପଛରେ

ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଉପମୁଖ୍ୟମନ୍ତ୍ରୀ କେଶବ…

ସ୍ମୃତି, ହରମନପ୍ରୀତଙ୍କ ଦମ୍‌ଦାର ଶତକ

ହାମିଲଟନ,୧୨।୩: ହାମିଲଟନସ୍ଥିତ ସେଡନ୍‌ ପାର୍କ ପଡ଼ିଆରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପରେ ଭାରତ ଇତିହାସ ସୃଷ୍ଟି କରିଛି । ୱେଷ୍ଟ୍‌ଇଣ୍ଡିଜ ବିପକ୍ଷରେ ଭାରତର ଦୁଇ ବ୍ୟାଟର ଶତକ…

ହୋଲି ପରେ ଶପଥ ଗ୍ରହଣ

ଲକ୍ଷ୍ନୌ,୧୨ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁମତରେ ବିଜୟ ଲାଭ କରିଛି । ଏହାସହ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ…

ପୁଣି ଗୋଆରେ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ

ପାଣାଜୀ,୧୨।୩: ୨୦୨୨ରେ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ୪୦ଟି ସିଟ୍‌ ମଧ୍ୟରୁ ୨୦ଟି ହାସଲ କରିଛି। କିନ୍ତୁ ସଂଖ୍ୟାଗରିଷ୍ଠତା ହାସଲ କରି ନଥିବା ବେଳେ ନିର୍ବାଚିତ…

ଚିଲିକା ବିଧାୟକଙ୍କୁ ଆକ୍ରମଣ

ଚିଲିକା ବିଧାୟକଙ୍କୁ ଆକ୍ରମଣ ଖୋର୍ଦ୍ଧା ଅଫିସ,୧୨ା୩: ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ…

ବିଧାୟକ ପଦରୁ ଇସ୍ତଫା ଦେଇପାରନ୍ତି ଅଖିଳେଶ-ଆଜମ

ଲକ୍ଷ୍ନୌ,୧୨।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତ ସହ ସଂଖ୍ୟାଗରିଷ୍ଠତାରେ ଭାଜପା ଐତିହାସିକ ବିଜୟ ଲାଭ କରିଛି। ପୁଣି ଥରେ ରାଜ୍ୟରେ ସରକାର ଗଢ଼ିବ ଭାଜପା।…

ଫେସ୍‌ବୁକ୍‌, ଟୁଇଟର ପରେ ଇନ୍‌ଷ୍ଟାଗ୍ରାମରେ ପ୍ରତିବନ୍ଧକ ଲଗାଇଲା ରୁଷିଆ

ମସ୍କୋ,୧୨।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଲଗାତର ଭାବେ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ କଡ଼ା ପ୍ରତିବନ୍ଧକ ଲଗାଉଛି। ଇତିମଧ୍ୟରେ ଫେସ୍‌ବୁକ୍‌ ଓ…