ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଛକାପଞ୍ଝା ଜାରି

କୁଜଙ୍ଗ,୮ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପୋଲିସ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗତ ୪ ତାରିଖରେ ଢିଙ୍କିଆ…

ଆକଳନ ସରିନି, ଆଶଙ୍କାରେ କ୍ଷତିପୂରଣ

ବରଗଡ଼ ଅଫିସ୍‌,୮।୧: ବରଗଡ଼ ଜିଲାରେ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଥିରେ ବ୍ୟାପକ ଫସଲକ୍ଷତି ହୋଇଥିବା ସତ୍ତ୍ୱେ କୌଣସି ଅଧିକାରୀ…

୧୫-୧୮ ବର୍ଷ ବୟସର କିଶୋରଙ୍କୁ ଦିଆଯାଉ କେବଳ କୋଭାକ୍ସିନ: ଭାରତ ବାୟୋଟେକ

ହାଇଦ୍ରାବାଦ,୮ ।୧: ହାଇଦ୍ରାବାଦର ଭ୍ୟାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ ଶୁକ୍ରବାର କହିଥିଲା କି ଦେଖାଯାଉଛି ୧୫-୧୮ ବର୍ଷ ବୟସର କିଶୋରଙ୍କୁ କୋଭାକ୍ସିନ ବ୍ୟତୀତ କରୋନାର ଅନ୍ୟ…

ପିଜି ବଳକା ସିଟ୍‌ ପାଇଁ ହେବ ସ୍ବତନ୍ତ୍ର ସ୍ପଟ୍‌ ନାମଲେଖା

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ସ୍ବତନ୍ତ୍ର ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଏ ନେଇ ଶୁକ୍ରବାର ଉଚ୍ଚ ଶିକ୍ଷା…

ସରିଲା ଦଶମ ସମେଟିଭ ଥିଓରି

କଟକ ଅଫିସ, ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌…

ଏମ୍‌ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ

ସଜନାଗଡ଼,୮।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ…

୭୨ ଘଣ୍ଟାର ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ଥିଲେ ବିମାନ ବନ୍ଦରରେ ଟେଷ୍ଟ ହେବନି

ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌…

କଲେକ୍ଟୋରିଏଟରେ ହେଲା ନମୁନା ସଂଗ୍ରହ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ କରୋନା ସଂକ୍ରମଣ ହାର ଉପରମୁହାଁ ହେବା ଏବେ ଚିନ୍ତା ବଢାଇଛି। ସ୍ବାସ୍ଥ୍ୟ…

ଲକଡାଉନ୍ ଭୟ, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ,୮ ।୧: ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ବିଶେଷଜ୍ଞଙ୍କ ମତ ଜାନୁୟାରୀ ଶେଷ ସୁଦ୍ଧା ଏହା ଶୀର୍ଷ ଛୁଇଁବ । ଏପଟେ ବେଳକୁ ବେଳ…

ଦେଇଥିବା କଥା ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ୩ ହଜାର ଟଙ୍କା ଲେଖାଏ…