ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୩: କେନ୍ଦ୍ର ସରକାର ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଦେଶର ବେସରକାରୀ ମେଡିକାଲ କଲେଜଗୁଡ଼ିକରେ ୫୦ ସିଟ ପାଇଁ ଫିସ ସରକାରୀ ମେଡିକାଲ କଲେଜ୍‌ରେ…

ବିଏମ୍‌ସିର ୨ ନମ୍ବର ୱାର୍ଡରେ ସାମିଲ ହେଲା କଳାରାହାଙ୍ଗ, ନନ୍ଦନବିହାର

ଭୁବନେଶ୍ୱର,୭।୩(ବ୍ୟୁରୋ): କଳାରାହାଙ୍ଗ ଓ ନନ୍ଦନବିହାର ଅଞ୍ଚଳକୁ ଚଳିତ ବର୍ଷ ପ୍ରଥମ ଥର ବିଏମସିର ୨ ନମ୍ବର ୱାର୍ଡରେ ସାମିଲ କରାଯାଇଛି । ଏ ନେଇ ଅଞ୍ଚଳ ଭୋଟରମାନଙ୍କ…

ପୁଣି ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଐଶ୍ୱର୍ଯ୍ୟା, ପୋଷ୍ଟ ଶେୟାର କରି ଦେଲେ ସୂଚନା

ମୁମ୍ବାଇ: ଅଭିନେତ୍ରୀ ତଥା ନିର୍ଦ୍ଦେଶକ ଐଶ୍ୱର୍ଯ୍ୟା ରଜନୀକାନ୍ତ ଅସୁସ୍ଥ ହୋଇ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ଐଶ୍ୱର୍ଯ୍ୟା ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି…

ୟୁପିରେ ୩ଟା ସୁଦ୍ଧା ୪୬.୪୦% ମତଦାନ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆପଣ କୌଣସି ନୂଆ କାମ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପରୁ ଭଲ ଫଳ ମିଳିବ। ଆନୁଷ୍ଠାନିକ କାମରେ…

ରିଲିଜ୍ ହେଲା ‘ବଚ୍ଚନ ପାଣ୍ଡେ’ର ନୂଆ ଗୀତ

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଅଭିନୀତ ଫିିଲ୍ମ ‘ବଚ୍ଚନ ପାଣ୍ଡେ’ର ଆଉ ଏକ ନୂଆ ଗୀତ ରିଲିଜ୍ ହୋଇଛି । ପୂର୍ବରୁ ଏହାର ଟ୍ରେଲର ରିଲିଜ୍ ହୋଇଥିବା ବେଳେ…

ପୁଣି ମୁଣ୍ଡ ନେଲା କନାକୁଣ୍ଡ: ଇବ୍‌ ନଦୀରେ ବୁଡ଼ି ଚାଲିଗଲା ଜୀବନ

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ଗାଁ ନିକଟ ଇବ୍‌ ନଦୀର କନାକୁଣ୍ଡ ଘାଟରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଜଣେ ଯୁବକ…

ଝାନ୍ସୀକୁ ବୀରାଙ୍ଗନା ଲକ୍ଷ୍ମୀବାଇଙ୍କ ନାମରେ ଜାଣିିବା ଉଚିତ୍‌: କୋର୍ଟ

ଝାନ୍ସୀ ୭।୩: ଝାନ୍ସି ରେଳ ଷ୍ଟେସନର ନାମ ବଦଳାଇବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଆହ୍ଲାବାଦ ହାଇକୋର୍ଟ ସୋମବାର ନିଜର…

୧୧ତମ ବିବାହ ବାର୍ଷିକୀ ପାଳନ କଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ପତ୍ନୀ ସ୍ନେହା ରେଡ୍ଡିଙ୍କ ସହ ୧୧ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି । ଅଭିନେତା ତଥା ପୁଷ୍ପା ଫେମ ବିବାହ…

ଜେଲେନସ୍କିଙ୍କ ସହ ସିଧା କଥା ହେବାକୁ ପରାମର୍ଶ ଦେଲେ

ନୂଆଦିଲ୍ଲୀ,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଏହି ଆଲୋଚନା ବେଳେ ମୋଦି ୟୁକ୍ରେନର…