ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା…

ମାର୍କେଟ ବିଲ୍ଡିଂ ବନ୍ଦ କଲା ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏମାନଙ୍କ ପାଇଁ ମାର୍କେଟ ପରିସରରେ ଅନେକ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି…

ଦାୟିତ୍ୱ ଗ୍ରହଣ କଲେ ଟ୍ରାଫିକ ଡିସିପି ଏସ୍‌. ସୁଶ୍ରୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ…

ଚିଲିକାରେ ପକ୍ଷୀ ସଂଖ୍ୟା ୧୬% କମିଲା

ବାଲୁଗାଁ ,୫ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କତ୍ତୃର୍ର୍ପକ୍ଷ (ସିଡିଏ) ପକ୍ଷରୁ ମଙ୍ଗଳବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ମୋଟ…

ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌।…

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର…

ଆଉନାହାନ୍ତି ସିନ୍ଧୁତାଇ

ପୁଣେ,୫।୧: ମହାରାଷ୍ଟ୍ରର ମଦର ଟେରେସା ନାମରେ ପ୍ରସିଦ୍ଧ ପଦ୍ମଶ୍ରୀ ସିନ୍ଧୁତାଇ ସପକାଲ ପୁଣେରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ସେ ସେପ୍ଟିସେମିଆରେ ପୀଡିତ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୫।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ଲୋକସେବା ଭବନଠାରେ ଅନୁଷ୍ଠିତ ହେବ।…

ସଂରକ୍ଷଣ ଅସନ୍ତୋଷ ବଢୁଛି

ଭୁବନେଶ୍ୱର,୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ପାଖେଇ ଆସୁଥିବାବେଳେ ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସାନି ସଂରକ୍ଷଣ…

ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଯୁକ୍ତ କିଷାନ ମୋର୍ଚ୍ଚା

ଭୁବନେଶ୍ୱର,୫।୧(ବ୍ୟୁରୋ): ଜିନ୍ଦଲ କମ୍ପାନୀର ସ୍ବାର୍ଥ ପାଇଁ ପୋଲିସ ଜନସାଧାରଣଙ୍କ ଉପରେ ଅତ୍ୟାଚାର କରୁଛି। ଜଗତ୍‌ସିଂହପୁର ଜିଲାର ଢ଼ିଙ୍କିଆ ଅଞ୍ଚଳରେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ପାନବରଜ ଦଖଲ,…