ଦ୍ୱିତୀୟ ଦିନରେ ଠାକୁରଙ୍କ ରାଜୁତି

ଜୋହାନ୍ସବର୍ଗ,୪।୧: ସ୍ଥାନୀ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ସମ୍ପୂର୍ଣ୍ଣ ରୂପେ ଶାର୍ଦ୍ଦୁଳ ଠାକୁରଙ୍କ ନାମରେ ରହିଛି। ମଙ୍ଗଳବାର ଦିନ ଆରମ୍ଭରୁ…

ବନ୍ଦ ହେଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୧(ବ୍ୟୁରୋ): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ ବିଲ୍ଡି। ଉଠାଦୋକାନୀଙ୍କୁ ଉଠାଇବା ଦାବିରେ ଏହାକୁ ବନ୍ଦ କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଜଣେ ଉଠାଦୋକାନୀ ମାର୍କେଟ ବିଲ୍ଡିଂରେ…

ରାୟକୁ ନେଇ ସନୁଷ୍ଟ ନୁହଁନ୍ତି ସୁମିତ, ହାଇକୋର୍ଟ ଯିବେ

ବ୍ରହ୍ମପୁର ଅଫିସ,୪।୧: ହାଇକୋର୍ଟ ଯିବେ ଡାକ୍ତର ସୁମିତ ସାହୁ। ତପସ୍ବିନୀ ଦାଶ ଏବଂ ତାଙ୍କ ମଧ୍ୟରେ ଚାଲିଥିବା ବିବାହ ବିବାଦ ମାମଲାରେ ଜିଲା ଜଜ୍‌ କୋର୍ଟ ଦେଇଥିବା…

୨୦୦ ଫୁଟ ତଳକୁ ଖସିଲା ପିକ୍‌ନିକ୍‌ ଗାଡ଼ି

ରାଇକିଆ,୪।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ କରଡା ଘାଟିରେ ମଙ୍ଗଳବାର ଏକ ଅଘଟଣା ଘଟିଛି। ପିକ୍‌ନିକ୍‌ ଯାଉଥିବା ଏକ ଜାଇଲୋ କାର ଘାଟିରେ ଭାରସାମ୍ୟ ହରାଇ ୨୦୦ ଫୁଟ…

ସଂକ୍ରମଣର ସୁନାମୀ ଆସିଲେ ବି ଆମେ ପ୍ରସ୍ତୁତ

ମୁମ୍ବାଇ,୪।୧: କୋଭିଡ୍‌-୧୯ର ତୃତୀୟ ଲହର ପାଇଁ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏପରି କି ସଂକ୍ରମଣର ସୁନାମୀ ଆସିଲେ ବି ଆମେ ସଫଳତାର ସହିତ…

ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ ଆସିଛି।…

ଠାକୁର ଏକା ଯଥେଷ୍ଟ

ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର୨ୟ ଦିନରେ ପ୍ରତିପକ୍ଷ ଦକ୍ଷିଣ ଆଫ୍ରିକା ପାଇଁ ଏକା ଯଥେଷ୍ଟ ସାବ୍ୟସ୍ତ ହୋଇଛନ୍ତି ଶାର୍ଦ୍ଦୁଳ ଠୁକର। ମଙ୍ଗଳବାର…

କଂଗ୍ରେସ ରାଲିରେ ଦଳାଚକଟା

ବରେଲି,୪।୧: ଉତ୍ତର ପ୍ରଦେଶ ବରେଲିଠାରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଅନୁଷ୍ଠିତ ମାରାଥନ ରାଲିରେ ଦଳଚକଟା ହୋଇଛି । ଦଳାଚକଟାରେ କିଛି ଛାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ…

ପୁଣି ଏକାଠି ଖେଳିବେ ବୀରୁ, ଭଜି, ଯୁବି

ନୂଆଦିଲ୍ଲୀ,୪।୧: ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ(ବୀରୁ), ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଓ ସ୍ପିନର ହରଭଜନ ସିଂ (ଭଜି) ପୁଣି ଥରେ ଏକାଠି କ୍ରିକେଟ ପଡ଼ିଆରେ…

ସନ୍ତାନଙ୍କୁ ଜନ୍ମ ଦେବା ଅବା ନଦେବା ନିଷ୍ପତ୍ତି ମା‘ଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର…

ନୂଆଦିଲ୍ଲୀ,୨୫।୧୧: ଏକ ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଏହା…