ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା ଆଚାର୍ଯ୍ୟଙ୍କୁ…

ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ…

ଶନିବାର ସବୁ ନିର୍ବାଚନମଣ୍ଡଳୀରେ ବିଜେଡି ପାଳିବ ‘ବିଜୁ ଜୟନ୍ତୀ

ଭୁବନେଶ୍ୱର, ୪ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ପ୍ରତ୍ୟେକ ନିର୍ବାଚନମଣ୍ଡଳୀସ୍ତରରେ ଶନିବାର ନିରଡାମ୍ବର ଭାବେ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ଏନେଇ ପ୍ରତି…

ରୁଷିଆ ଟିଭି ଚ୍ୟାନେଲ୍‌ର ସବୁ କର୍ମଚାରୀଙ୍କ ଇସ୍ତଫା

ମସ୍କୋ,୪।୩: ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରହିଛି ସତ, ହେଲେ ରୁଷିଆକୁ ନିଜ ଦେଶରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କ୍ରମରେ ରୁଷିଆର ଏକ ଟିଭି…

ଶୋକରେ ବୁଡ଼ିଲା କ୍ରିକେଟଜଗତ: ଚହଲ କହିଲେ‘ ହାତ ଥରୁଛି’…

ମୋହାଲି,୪।୩: ଅଷ୍ଟ୍ରେଲିଆର ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କର ହୃଦଘାତ ଖବର ଆସିବା ପରେ ଶୋକରେ ବୁଡ଼ିଛି କ୍ରିକେଟ ଜଗତ। ପ୍ରିୟ କ୍ରିକେଟରଙ୍କୁ ହରାଇବା ପରେ…

ଗୋଟିଏ ଓଭରରେ ୨୨ ରନ୍‌

ମୋହାଲି,୪।୩: ଗୋଟିଏ ଓଭରରେ ୨୨ ରନ୍‌। ଟେଷ୍ଟ ମ୍ୟାଚ୍‌ରେ ଟି୨୦ ଭଳି ଖେଳି ଚର୍ଚ୍ଚାରେ ଭାରତୀୟ ଉଇକେଟ କିପର - ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଶୁକ୍ରବାର ଶ୍ରୀଲଙ୍କା…

କ୍ଲିନ୍‌ ବୋଲ୍ଡ ହେଲେ କୋହଲି, ଏଭଳି ପ୍ରତିକ୍ରିୟା ଦେଲେ ଅଧିନାୟକ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ପୂର୍ବତନ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ବିରାଟଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ…

ଆଉ ନାହାନ୍ତି କ୍ରିକେଟ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆର କ୍ରିକେଟ୍‌ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କର ୫୨ ବର୍ଷରେ ପରଲୋକ ଘଟିଛି। ହୃଦଘାତରେ ଓ୍ବର୍ନଙ୍କର ମୃତ୍ୟୁ ଘଟିଥିବା ନେଇ…

ପ୍ରଥମ ଦିନରେ ଭାରତ ୩୫୭/୬

ମୋହାଲି,୪।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏଠାରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ୱିକେଟ କିପର- ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ…

୧୦ ବର୍ଷ ଧରି ଦୂରେଇ ଯାଇଥିଲି

ବମ୍ବେ: ବଲିଉଡ୍‌ର ସୁପରହିଟ୍‌ ନାୟିକା ତାଲିକାରେ ନାଁ ଥିଲେ ହେଁ ବଡ଼ ପରଦାରୁ ଦୂରେଇ ଯାଇଥିଲେ ସୁନ୍ଦରୀ ସୁସ୍ମିତା ସେନ୍‌। ଏବେ କିନ୍ତୁ ସେ ଓଟିଟି ପ୍ଲାଟଫର୍ମରେ…