୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍‌

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ…

ବ୍ୟାଗ ଭିତରୁ ମିଳିଲା ନବଜାତ ଶିଶୁପୁତ୍ର

ଚମ୍ପୁଆ,୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ସଶାଙ୍ଗ ଗ୍ରାମ ନିକଟରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରାସ୍ତକଡ଼ରେ ଏକ ନବଜାତ କାନ୍ଦୁଥିବା…

ସରକାରଙ୍କୁ ଖୋଲା ଧମକ ଦେଲେ କୃଷକ ନେତା

ନୂଆଦିଲ୍ଲୀ,୨।୧: କୃଷକ ନେତା ରାକେଶ ଟିକାଏତ୍‌ ପୁଣିଥରେ ସରକାରଙ୍କୁ ଧମକ ଦେଇଛନ୍ତି। ଟିକାଏତ୍‌ କହିଛି ଯେ ଜାନୁୟାରୀ ୨୬ରେ କୃଷକମାନେ ଦେଶର ବିଭିନ୍ନ ସ୍ଥାନରେ ଟ୍ରାକ୍ଟର ପଦଯାତ୍ରା…

ବିଦେଶୀ କୋଚ୍‌ ଚାହୁଁଛନ୍ତି ବାବର, ରିଜଓ୍ବାନ

କରାଚୀ,୨।୧: ପାକିସ୍ତାନ ଦଳର ଅଧିନାୟକ ବାବର ଆଜାମ ଓ ଦଳର ଆନ୍ତରୀଣ ମୁଖ୍ୟ କୋଚ୍‌ ସାକଲିନ ମୁସ୍ତାକ ଜାତୀୟ ଦଳ ପାଇଁ ବିଦେଶୀ କୋଚ୍‌ ଚାହୁଁଛନ୍ତି। ଉଇକେଟକିପର…

ନିଆଁ ବଦଳରେ ପାଣିରେ ହେବ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର

କେପଟାଉନ୍‌,୨।୧:ଦକ୍ଷିଣ ଆଫ୍ରିକାରେ ଦଶନ୍ଧି ଧରି ରଙ୍ଗଭେଦ ବିରୋଧରେ ଲଢିଥିବା ଆର୍କବିଶପ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଛି। କୁହାଯାଏ ଯେ ଟୁଟୁ ପାରମ୍ପାରିକ ଉପାୟ କରିବା…

୧୩ ରନ୍‌ ଦୂରରେ ରେକର୍ଡ

ଜୋହାନ୍ସବର୍ଗ,୨।୧: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପାଖରେ ବର୍ତ୍ତମାନ କୋଚ୍‌ ତଥା ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ରେକର୍ଡକୁ ପଛରେ ପକାଇବାର ସୁଯୋଗ ଅଛି। ଦକ୍ଷିଣ ଆଫ୍ରିକାରେ…

୧୪ରେ ରିଲିଜ ହେବ ‘ରାଧେ ଶ୍ୟାମ’

ମୁମ୍ବାଇ: ନୂଆ ବର୍ଷରେ ନୂଆ ଝଲକ୍‌ରେ ନଜର ଆସିବେ ଅଭିନେତା ପ୍ରଭାସ ଓ ଅଭିନେତ୍ରୀ ପୂଜା ହେଗ୍‌ଡେ। ବଡ ପରଦାରେ ଆସିବ ରାଧା କ୍ରିଷ୍ଣା କୁମାରଙ୍କ ନିର୍ଦ୍ଦେଶିତ…

ହାତକୁ ଦୁଇ ହାତ ହେଲେ ଟେଲି ପରଦାର ‘ମହାଦେବ’

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ବେଶ ଗୋପନୀୟ ଭାବେ ଏହି ବିବାହ ସମ୍ପନ୍ନ ହୋଇଛି।…

ବଢ଼ିବାରେ ଲାଗିଛି କୋଭିଡ୍‌ ପଜିଟିଭ୍‌ ହାର; ଆଜି କେନ୍ଦୁଝରରୁ ସର୍ବାଧିକ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପଜିଟିଭ୍‌ ହାର ଧିରେ ଧିରେ ବଢ଼ିବାରେ ଲାଗିଛି। ରବିିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା…

୬ ଘଣ୍ଟା ହେଲା ଜଳୁଛି ପାର୍ଲାମେଣ୍ଟ

କେପ ଟାଉନ,୨।୧: ଦକ୍ଷିଣ ଆଫ୍ରିକାର ହାଉସ ଅଫ୍‌ ପାର୍ଲାମେଣ୍ଟରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଦୀର୍ଘ ୬ ଘଣ୍ଟା ହେଲା ଦମକଳ ବାହାନୀ ମୁତୟନ ହୋଇଥିଲେ ମଧ୍ୟ…