ପାଟନା,୧।୩:: ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନ୍ମଦିନ। ସେ ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି।…
କ୍ୱିଭ୍,୧।୩: ୟୁକ୍ରେନ ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଆପଣାଇ ରୁଷ ଘନଘନ ଆକ୍ରମଣ କରୁଛି। ରଷିଆର ସାମରିକ ଆକ୍ରମଣରେ ୭୦ରୁ ଅଧିକ ୟୁକ୍ରେନ ସୈନିକ ନିହତ ହୋଇଛନ୍ତି। ଓଖର୍ଟିକାରେ…
ସମ୍ବଲପୁର,୧।୩(ବ୍ୟୁରୋ): ସମ୍ବଲପୁର ଜିଲାରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ମାତ୍ର ୨ଖଣ୍ଡ ଭୋଟରେ ଜଣେ ସରପଞ୍ଚ ପ୍ରାର୍ଥୀ ବିଜୟ ହେବା ଘଟଣା ଆଲୋଚନାର ବିଷୟ ହୋଇଛି।…
ଯାଜପୁର ଅଫିସ,୧ା୩:ଯାଜପୁର ଜିଲାରେ ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ସଫଳତା ବିଜେଡି ଶିବିରକୁ ଦୋହଲାଇ ଦେଇଥିଲା। ଏଥିରେ ଭାଜପା ନେତା ଓ କର୍ମୀମାନଙ୍କ…
ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ…
କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍ସି ପକ୍ଷରୁ ହେବାକୁ ଥିବା…
କଟକ ଅଫିସ,୧ା୩:ଦେଶାତ୍ମବୋଧକ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସୋମବାର କଟକର ଏକ ଷ୍ଟୁଡିଓରେ ଏହି ଗୀତରେ ରାଜ୍ୟପାଳ ନିଜ କଣ୍ଠଦାନ…
କୋଭିଡ୍ ମହାମାରୀ ସମୟରେ ଏନ୍ଆଇଆଇଏସ୍ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ କି ସୁବିଧା ପ୍ରଦାନ କରାଯାଇଛି? ମହାମାରୀ ବେଳେ ସମସ୍ତ ଶାଖାରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ସୁବିଧା ଯୋଗାଇବା ଏକ କଠିନ…
ପୁରୁଣା ଭୁବନେଶ୍ୱର, ୧ା୩(ଡି.ଏନ୍.ଏ.):ଆଜି ମହାଶିବରାତ୍ରି। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା…
ପୁରୀ ଅଫିସ,୧।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧିରେ ନିର୍ମାଣ କାର୍ଯ୍ୟ ହୋଇପାରିବନାହିଁ ବୋଲି ନ୍ୟାଶନାଲ…