ଫ୍ୟୁଚର ଗ୍ରୁପ୍‌ର ୨୦୦ଷ୍ଟୋରକୁ ରିଲାଏନ୍ସର ଅଧିଗ୍ରହଣ

ମୁମ୍ବାଇ, ୨୭।୨: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ପ୍ରାୟ ୩୦,୦୦୦ ଫ୍ୟୁଚର ରିଟେଲ ଏବଂ ଫ୍ୟୁଚର ଲାଇଫଷ୍ଟାଇଲର କର୍ମଚାରୀଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ…

ପୂର୍ବତନ ୩ କାଉନସିଲର, ଯୁବ ସଭାପତିଙ୍କ ଇସ୍ତଫା

ସୋର, ୨୭।୨(ଡି.ଏନ.ଏ.): ପୌର ନିର୍ବାଚନ ଘୋଷଣା ହେବା ପରେ ସୋରରେ ପୌର ପରିଷଦର ୩ଜଣ ପୂର୍ବତନ କାଉନସିଲର ଏବଂ ପୂର୍ବତନ ଯୁବ ସଭାପତି ବିଜେଡିରୁ ଇସ୍ତଫା ଦେଇଛନ୍ତି।…

୧୫ ନଂ ଜୋନ୍‌ରେ ଚାଲିଛି ଗଣତି

ଗଞ୍ଜାମ,୨୭ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୫ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ଏଥିପାଇଁ…

କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ

ବନ୍ତ,୨୭।୨(ଡି.ଏନ.ଏ.)  ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା…

ୟୁକ୍ରେନ ଉପରେ ରୁଷିଆ ଆକ୍ରମଣରେ ୨୪୦ ସାଧାରଣ ନାଗରିକ ମୃତ: ମିଳିତ ଜାତିସଂଘ

କ୍ୱିଭ୍‌,୨୭।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଚତୁର୍ଥ ଦିନ ପାଇଁ ରୁଷିଆ ଲଗାତର ଭାବରେ ୟୁକ୍ରେନ ଉପରେ ରକେଟ ସାଙ୍ଗକୁ ଗୁଳି ମାଡ…

ଏଲ୍‌ଆଇସିରେ ୨୦% ଏଫ୍‌ଡିଆଇକୁ କ୍ୟାବିନେଟ୍‌ ମୋହର

ନୂଆଦିଲ୍ଲୀ, ୨୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ବୟଂଚାଳିତ ମାର୍ଗ ଜରିଆରେ ଭାରତୀୟ ଜୀବନ ବୀମା ନିଗମ…

ବେଲଗଛ କେଉଁଠି ରହିଲେ ଶୁଭ, ପଡେନାହିଁ ଖରାପ ଦୃଷ୍ଟି

ଭଗବାନ ଶିବଙ୍କର ଅତି ପ୍ରିୟ ହେଉଛି ବେଲପତ୍ର ।ଶିବପୁରାଣ ଅନୁସାରେ, ଯେଉଁ ବ୍ୟକ୍ତିଙ୍କ ଘରେ ବେଲଗଛ ରହିଥାଏ, ସେହି ଘର ଉପରକୁ କାହାର ଖରାପ ଦୃଷ୍ଟି ପଡେନାହିଁ…

ମୋଦିଙ୍କୁ ଇମ୍ପ୍ରେସ କଲେ ତାଞ୍ଜାନିଆ ସୋସିଆଲ ମିଡିଆ ଷ୍ଟାର କିଲି ପଲ

ନୂଆଦିଲ୍ଲୀ,୨୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ତାଞ୍ଜାନିଆର ଲୋକପ୍ରିୟ ସୋସିଆଲ ମିଡିଆ ଷ୍ଟାର କିଲି ପଲଙ୍କର ପ୍ରଶଂସା…

ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା…

ମା’ ଭଳି ମାତୃଭାଷା ଆମ ଜୀବନ ଗଢେ: ମୋଦି

ନୂଆଦିଲ୍ଲୀ,୨୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୬ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶ ତଥା ବିଶ୍ୱ ସମ୍ମୁଖୀନ ହେଉଥିବା ଆହ୍ବାନ ବିଷୟରେ ଉଲ୍ଲେଖ କରିଛନ୍ତି। ଏହା…