ଝିଲ୍ଲି ବେଆଇନ ପଥରଖଣି ମାମଲା ଆବେଦନ ଖାରଜ, ୫ କୋଟି ଜରିମାନା ନିର୍ଦ୍ଦେଶ

ପରଜଙ୍ଗ, ୨୬ ।୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲ୍ଲି ଗ୍ରାମ ନିକଟରେ ଥିବା ବିବାଦୀୟ ପଥରଖଣି ଉତ୍ତୋଳନକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ…

ଭୋଟ ଗଣତି: ନୟାଗଡ଼ ବ୍ଲକରେ ବିଜେଡି-ଭାଜପା ମଧ୍ୟରେ କଡ଼ା ଟକ୍କର

ନୟାଗଡ଼ ଅଫିସ,୨୬।୨: ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ଇତିମଧ୍ୟରେ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଗଣିଆ ବ୍ଲକର ୮ ନମ୍ବନ ଜୋନରେ…

ଯୁଦ୍ଧର ତୃତୀୟ ଦିନରେ ରାଜଧାନୀ କ୍ୱିଭ ସମେତ ଅନେକ ଅଞ୍ଚଳ ଦଖଲ କଲା ରୁଷିଆ ସେନା

କ୍ୱିଭ,୨୬।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଶନିବାର ତୃତୀୟ ଦିନରେ ପହଞ୍ଚିଛି। ଶୁକ୍ରବାର ରାଜଧାନୀ କ୍ୱିଭ ଦଖଲ କରିଥିବା ବେଳେ ଶନିବାର ରୁଷିଆ…

୨୦୨ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରଥମ ପର୍ଯ୍ୟୟ ଭୋଟ ଗଣତି ଆରମ୍ଭ । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ବିଜୁ…

ପାଇପ୍‌ରେ ଆସୁଛି ଦୂଷିତ ପାଣି କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ,୨୬ ।୨-ଢେଙ୍କାନାଳ ପୌରାଞ୍ଚଳର ୫ନଂ. ୱାର୍ଡ ଅଧୀନ ଚାନ୍ଦମାରି ସାହିରେ ଶୁକ୍ରବାର ଦୂଷିତ ପାନୀୟ ଜଳଯୋଗାଣକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ…

ପ୍ରଥମ ଥର ପାଇଁ ଏକାଠି କାମ କରିବେ ହ୍ରିତିକ୍‌- ଦୀପିକା

ବଲିଉଡ ଅଭିନେତା ହ୍ରିତିକ୍‌ ରୋଶନ ଏବଂ ଦୀପିକା ପାଦୁକୋନ ପ୍ରଥମ ଥର ପାଇଁ ସ୍କ୍ରିନ ଶେୟାର କରିବାକୁ ପ୍ରସ୍ତୁତ। ଦୁହିଁଙ୍କୁ ଫିଲ୍ମ ‘ଫାଇଟର’ ରେ ଏକାଠି ଦେଖିବାକୁ…

ଆସନ୍ନ ପ୍ରସବାଙ୍କୁ ମିଳିଲା ସାହାରା

ବାରିପଦା ଅଫିସ,୨୬ ।୨ ନିରାପଦ ପ୍ରସବ ନିମନ୍ତେ ଅର୍ଥ ସଞ୍ଚୟ ପାଇଁ ଟ୍ରଲି ଟାଣୁଥିବା ଆସନ୍ନ ପ୍ରସବା ଲକ୍ଷ୍ମୀପ୍ରିୟା ଦାସଙ୍କୁ ମିଳିଛି ସାହାରା। ଏ ନେଇ ଧରିତ୍ରୀରେ…

ମାଟି ଦୀପ ବେପାର ମାନ୍ଦା

ବାରିପଦା ଅଫିସ,୨୬ ।୨ କୌଳିକ ବୃତ୍ତିିକୁ ଆପଣାଇ ପରିବାର ଭରଣ ପୋଷଣ କରୁଥିବା କୁମ୍ଭକାର ପରିବାର ଏବେ ଚିନ୍ତାରେ। ଏହି କାରିଗରଙ୍କ ପ୍ରତି ସରକାରୀ ଅଧିକାରୀମାନେ ଅବହେଳା…

ଭାଗ୍ୟ ପରଖିବେ ୨ ମହାରଥୀ

ଖଇରା, ୨୬ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୩ନଂ. ଜୋନର ଭୋଟ ଗଣତି କାର୍ଯ୍ୟ ଶନିବାର ଖଇରା ମହାବିଦ୍ୟାଳୟ ପରିସରରେ କରାଯିବାକୁ ସବୁପ୍ରକାର ବନ୍ଦୋବସ୍ତ କରାଯାଇଛି…

ଫେରିବା ଅପେକ୍ଷାରେ ୫ ଛାତ୍ର

ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍‌.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ କେନ୍ଦ୍ର…