ମୁଁ କ୍ୱିଭ୍‌ରେ ଅଛି, ୟୁକ୍ରେନର ସୁରକ୍ଷା କରୁଛି: ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ୍‌,୨୬ ।୨: ସଙ୍କଟରେ ୟୁକ୍ରେନ । ରୁଷିଆର ଲଗାତାର ଆକ୍ରମଣରେ ବି ହାର ମାନି ନାହିଁ ୟୁକ୍ରେନ । ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ପ୍ରବେଶ କରିବା…

ପୁରୀ ମେନ୍‌ କେନାଲରେ କୁମ୍ଭୀର

ବାରଙ୍ଗ,୨୬।୨(ଡି.ଏନ୍‌.ଏ.): ବାରଙ୍ଗ-ପୁରୀ ମେନ୍‌ କେନାଲରେ ବୁଲୁଛି କୁମ୍ଭୀର। ଶୁକ୍ରବାର ଅପରାହ୍ନରେ କେତେଜଣ ଯୁବକ ବାରଙ୍ଗ ବ୍ଲକ ନିକଟ ହନୁମାନ ବାଟିକା ପାଖ ପୁରୀ ମେନ୍‌ କେନାଲକୁ ଯାଇଥିଲେ।…

ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଉଦ୍ଧାର ଉଦ୍ୟମ

ନୂଆଦିଲ୍ଲୀ,୨୬ା୨(ପି.ଟି.): ରୁଷିଆର ୟୁକ୍ରେନ୍‌ ଆକ୍ରମଣ ଯୋଗୁ ସେଠାର ବାୟୁସୀମା ବେସାମରିକ ବିମାନ ଚଳାଚଳ ପାଇଁ ବନ୍ଦ ହୋଇଯାଇଛି। ଫଳରେ ୟୁକ୍ରେନ୍‌ରେ ଅଟକି ରହିଥିବା ଭାରତୀୟମାନଙ୍କୁ ନିରାପଦର ସହ…

ଚାଲିଛି ହାର୍‌ଜିତ୍‌ ଆକଳନ

ଚଣ୍ଡିଖୋଲ,୨୬ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକର ୪୩ ପଞ୍ଚାୟତରେ ୧୮ ତାରିଖରେ ମତଦାନ ଶେଷ ହୋଇଛି। ଏହାପରେ ପ୍ରାର୍ଥୀ ହାର୍‌ଜିତକୁ ନେଇ ଅଙ୍କ କଷିବାରେ ବ୍ୟସ୍ତ ଅଛନ୍ତି। ୬୩୭ୱାର୍ଡ ପାଇଁ…

ୟୁଏନ୍‌ଏସ୍‌ସିରେ ଭାରତର ସମର୍ଥନ ପାଇବାକୁ ରୁଷିଆ ଆଶାବାଦୀ

ନୂଆଦିଲ୍ଲୀ,୨୬ା୨(ପି.ଟି.): ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଶୁକ୍ରବାର ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ଚିଠା ପ୍ରସ୍ତାବ ଅଣାଯିବାକୁ ଥିବାବେଳେ ଏଥିରେ ମସ୍କୋ ଭାରତର…

ନୂଆ ରୂପରେ ଶୋଭାପାଇବ ମାଙ୍କଡ଼ ଏନ୍‌କ୍ଲୋଜର

ବାରଙ୍ଗ, ୨୬।୨(ଡି.ଏନ୍‌.ଏ.): ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିବର୍ଷ ନୂଆ ନୂଆ ଭେଟି ଦେଇଥାନ୍ତି । ଏଥର ମାଙ୍କଡ଼ ଏନ୍‌କ୍ଲୋଜରର ନବୀକରଣ କରି ଭେଟିଦେବାକୁ…

୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ ଆୟୋଜିତ…

ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ଅନୁଗୋଳ ଅଫିସ,୨୬ା୨: ରାଜ୍ୟ ସରକାରଙ୍କ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଅନୁଗୋଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ…

ଉଚ୍ଛେଦ ହେଲା ଏମାର ମଠ

ପୁରୀ ଅଫିସ, ୨୬ା୨: ବହୁଚର୍ଚ୍ଚିତ ତଥା ପୁରୀର ସବୁଠୁ ବିତ୍ତଶାଳୀ ମଠ ଭାବେ ପରିଚିତ ଏମାର ମଠର ଉଚ୍ଛେଦ ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର…

ୟୁଏନଏସସିର ଭୋଟିଂରେ ଭାଗ ନେଲେ ନାହିଁ ଭାରତ, ଚାଇନା, ୟୁଏଇ

ନ୍ୟୁୟର୍କ,୨୬ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଅସହମତି ପ୍ରସ୍ତାବ ଉପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ଭୋଟିଂ କରାଯାଇଥିଲା…