ଲେଫ୍ଟନାଣ୍ଟ ଗଭର୍ନରଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନାଙ୍କ କାର ଶୁକ୍ରବାର ସକାଳେ ବାରାଣସୀରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି।…

ୟୁକ୍ରେନକୁ ସାହାଯ୍ୟର ହାତ ବଢ଼ାଇଲେ ସାଇବର ହ୍ୟାକର

ମସ୍କୋ,୨୫।୨: ୟୁକ୍ରେନ ଉପରେ ବାରମ୍ବାର ସାଇବର ଆକ୍ରମଣ ହେଉଥିବା ବେଳେ ଏଥିପାଇଁ ସେ ରୁଷିଆକୁ ଦାୟୀ କରିଛି। ବର୍ତ୍ତମାନ ସାଇବର ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ରୁଷିଆ ବିରୋଧରେ…

ପୁଣି ଚର୍ଚ୍ଚାରେ ଡ୍ରାମା କୁଇନ୍‌

ମୁମ୍ବାଇ: ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି। କେତେବେଳେ ବିବାହକୁ ନେଇ ତ କେତେବେଳେ ଡ୍ରେସ୍‌କୁ ନେଇ। ଏବେ ପୁଣି ଥରେ…

ୟୁକ୍ରେନ-ରୁଷିଆ ଯୁଦ୍ଧରେ ଭାରତର ଆଭିମୂଖ୍ୟକୁ ନେଇ ପ୍ରଶ୍ନ ଉଠାଇଲା ଆମେରିକା

ଓ୍ବାଶିଂଟନ୍‌,୨୫।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ତେବେ ଏହି ଯୁଦ୍ଧକୁ ନେଇ ଭାରତ କାହା ସପକ୍ଷରେ…

ସୁରକ୍ଷାକର୍ମୀଙ୍କୁ ସଫଳତା

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାବାହିନୀ ବଡ଼ ସଫଳତା ହାସଲ କରିଛି। ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି। ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ସୂଚନା ଅନୁଯାୟୀ,…

ଘରୁ ମିଲିଲା ବିଡା ବିଡ଼ା ଟଙ୍କା, ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୨୫।୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଓଏମ୍‌ଭିଡି ଏଏସ୍‌ଆଇ ହରେ କୃଷ୍ଣ ନାୟକଙ୍କ ବିଜୁନଗର ସ୍ଥିତ ଭଡାଘର ସମେତ ୫ଟି ସ୍ଥାନରେ ଏକ କାଳୀନ…

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର…

ଗଣତି ପୂର୍ବରୁ ଅଳ୍ପ ବ୍ୟବଧାନ ଚର୍ଚ୍ଚା

ଛେଣ୍ଡିପଦା,୨୫।୨(ସ୍ବ.ପ୍ର.) ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗ୍ରହଣ ପ୍ରକ୍ରିୟା ଗତ ୨୨ ତାରିଖରୁ ଶେଷ ହୋଇଥିବା ବେଳେ ଏବେ ଫଳାଫଳକୁ ସମସ୍ତଙ୍କ ଅପେକ୍ଷା। ଷ୍ଟ୍ରଙ୍ଗ…

ଧରାପଡ଼ିଲେ ନକଲି ମଦ ମାଫିଆ

ଅନୁଗୋଳ ଅଫିସ,୨୫।୨ ୨୦ ଦିନର ଛକାପଞ୍ଝା ପରେ ଅନୁଗୋଳ ଜିଲା ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। କୋର୍ଟରେ ଆତ୍ମସମର୍ପଣ ପୂର୍ବରୁ ଅବକାରୀ କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି…

ରାଜଧାନୀ କ୍ୱିଭ୍‌ରେ ପଶିଲା ରୁଷିଆ ସେନା

କ୍ୱିଭ୍‌,୨୫।୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ରୁଷିଆର ଘନଘନ ଆକ୍ରମଣ କରୁଥିବାର ରାଜଧାନୀ କ୍ୱିଭ୍‌ରେ ସ୍ଥିତି ଅତ୍ୟନ୍ତ ସଙ୍ଗୀନ ରହିଛି। ତେବେ…