ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ

କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ…

ୟୁକ୍ରେନକୁ ଏକେଲା ଛାଡିଦେଲା ନାଟୋ ଦେଶ, ଆମେରିକା-ବ୍ରିଟେନ, ୟୁରୋପୀୟ ୟୁନିୟନ ରୁଷିଆ ଉପରେ ଲଗାଇଲେ କଡା ପ୍ରତିବନ୍ଧକ

ୱାଶିଂଟନ,୨୫ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଥିବା ବେଳେ ରୁଷିଆ ଆମେରିକାର ସମସ୍ତ ଆର୍ଥିକ ପ୍ରତିବନ୍ଧକକୁ ଏକ ପ୍ରକାର ଅଣଦେଖା କରି ଦେଇଛି…

ବେବି ରୁମ୍‌ର ପ୍ରଥମ ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ସ୍ବାମୀ ନିକ୍‌ ଜୋନାସ୍‌ ଆଜିକାଲି ମାତାପିତା ହେବାର ସୌଭାଗ୍ୟକୁ ବେଶ୍‌ ଉପଭୋଗ କରୁଛନ୍ତି। ନିକଟରେ ସରୋଗେସି ମାଧ୍ୟମରେ ମାତାପିତା…

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି…

ଯୁଦ୍ଧ ଏଡ଼ାଇବାରେ ପାଶ୍ଚାତ୍ୟ ବିଫଳ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୨୫ା୨: ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଆମେରିକାର ଚେତାବନୀ ଓ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର ତାଗିଦକୁ ଭ୍ରୂକ୍ଷେପ ନ କରି ଗୁରୁବାର ୟୁକ୍ରେନ୍‌ ଉପରେ ବଡ଼ ଧରଣର…

ୟୁକ୍ରେନର ୭୦ ସେନା ଶିବିରକୁ ଉଡାଇଲା ରୁଷିଆ

କ୍ୱିଭ,୨୫ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଇତିମଧ୍ୟରେ ରୁଷିଆ ଦାବି କରିଛି କି ସେ ୟୁକ୍ରେନର ୭୦ ସେନା…

ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’

ମୁମ୍ବାଇ: ଅପେକ୍ଷାର ଘଟିବ ଅନ୍ତ। ବହୁ ବାଦ ବିବାଦ ପରେ ଆଜି ରିଲିଜ୍‌ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’। ଫିଲ୍ମକୁ ନେଇ ହୋଇଥିବା…

ପୋଲାଣ୍ଡ-ହଙ୍ଗେରୀ ରାସ୍ତା ଦେଇ ଆସିବେ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୪।୨: ରୁଷିଆ ୟୁକ୍ରେନ ଲଢ଼େଇ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଦେଇଛି। ୟୁକ୍ରେନ ସଙ୍କଟକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ଏକ ଖବରଦାତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୟୁକ୍ରେନରେ…

ଫସିିଛନ୍ତି ପଶ୍ଚିମ ଓଡ଼ିଶାର ୩୦ ଡାକ୍ତରୀ ଛାତ୍ରୀଛାତ୍ର

ସମ୍ବଲପୁର(ବ୍ୟୁରୋ)/ରାଉରକେଲା ଅଫିସ/ ଝାରସୁଗୁଡ଼ା ଅଫିସ/ଟିଟିଲାଗଡ଼, ୨୪ା୨(ଡି.ଏନ.ଏ.): ରୁଷିଆ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ପାଇଁ ବଢିଛି ଚିନ୍ତା। ଏହିକ୍ରମରେ ପଶ୍ଚିମ…