ଟଳିପାରେ ଯୁଦ୍ଧ ଆଶଙ୍କା

ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍ରନ…

ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ, ୬୦ ଜାହାଜ-ବୁଡ଼ାଜାହାଜର ସମୀକ୍ଷା କଲେ ରାଷ୍ଟ୍ରପତି…

ବିଶାଖାପଟ୍ଟନମ୍‌,୨୧।୨ : ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ ଠାରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦ୍ୱାଦଶ ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ କାର୍ଯ୍ୟକ୍ରମରେ ସୋମବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ…

ମୁହଁ ଦେଖାରେ ବୋହୂଙ୍କୁ ଏମିତି ଉପହାର ଦେଇ ଉଦାହରଣ ସୃଷ୍ଟି କଲେ ଶ୍ୱଶୁର

ଜୟପୁର,୨୧।୨:ରାଜସ୍ଥାନର ସିକର ଜିଲାର ନିମ୍‌କା ଥାନା ଅଞ୍ଚଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହରେ ବରର ପିତା ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। କନ୍ୟା…

ଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀ

କୋରାପୁଟ,୨୧।୨(ସ୍ବ.ପ୍ର.) ନନ୍ଦପୁର ବ୍ଲକର ଯୋଗିପୁଟ ଗ୍ରାମବାସୀ ରବିବାର ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିଜ ମତଦାନକୁ ବର୍ଜନ କରିଛନ୍ତି। ଗ୍ରାମକୁ ରାସ୍ତା,ପାନୀୟଜଳ ଓ ନେଟ୍‌ଓ୍ବର୍କ ବ୍ୟବସ୍ଥା ନାହିଁ ତ…

ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି ମୃତ୍ୟୁସଂଖ୍ୟା କିନ୍ତୁ କମିବାର ନାଁ ନେଉନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା।…

ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨…

କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ଗଠନ ହେବ ନାହିଁ…

ମୁମ୍ବାଇ,୨୧।୨ : କଂଗ୍ରେସ ବିନା ସେ କୌଣସି ରାଜନୈତିକ ସାମ୍ମୁଖ୍ୟ ଗଠନ କରିବେ ନାହିଁ ବୋଲି ସୋମବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ତେବେ ଏହି…

ଇଭି କ୍ଷେତ୍ରରେ ନିବେଶ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୧।୨: ଦେଶର ପ୍ରମୁଖ ଭାରିଯାନ ଅଟୋଶିଳ୍ପ କମ୍ପାନୀ ହିନ୍ଦୁଜା ଗ୍ରୁପର୍‌ ଫ୍ଲାଗଶିପ୍‌ ଅଶୋକ ଲେଲାଣ୍ଡ ଇଲେକ୍ଟ୍ରି ଭେଇକିଲ (ଇଭି) କ୍ଷେତ୍ରକୁ ପ୍ରବେଶ କରିବାକୁ ଯୋଜନା କରିଥିବା ସୂଚନା ମିଳିଛି।…

ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେର,୨୧।୨(ନି.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ଅନୁଗୋଳ ଜିଲାର ତାଳଚେର ଓ କିଶୋରନଗର ବ୍ଲକରେ ଏଥିପାଇଁ ରବିବାର ପ୍ରଚାର…

ସାଦ ଖାଇଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ତାଙ୍କ ଗର୍ଭଧାରଣ ପର୍ଯ୍ୟାୟକୁ ଉପଭୋଗ କରୁଛନ୍ତି। ନିକଟରେ କାଜଲଙ୍କ ସାଦଖିଆ ଉତ୍ସବ ପାଳନ କରାଯାଇଛି।…