ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ

ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା…

ଭୁଶୁଡ଼ିବାରେ ଲାଗିଛି ମୁଖ୍ୟ ରାସ୍ତା

ପାରଳାଖେମୁଣ୍ଡି,୨୧।୨(ଡି.ଏନ୍‌.ଏ.)  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା ଯଥା ଶଙ୍କୁରି ପୋଖରୀଠାରୁ ବସ୍‌ଷ୍ଟାଣ୍ଡ ରାସ୍ତାରେ ଥିବା ଏସାର ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତା ଭୁଶୁଡ଼ିବାରେ ଲାଗିଛି।…

ଚର୍ଚ୍ଚାରେ ସାନଖେମୁଣ୍ଡି ୭ନଂ. ଜୋନ୍‌

ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ଲୋକ ସଭା କ୍ଷେତ୍ରର ଗଞ୍ଜାମ ଜିଲାରେ ୫ ବିଧାନସଭା ନିର୍ବାଚନମଣ୍ଡଳୀ ରହିଛି। ସେଥିରୁ ବ୍ରହ୍ମପୁର ଆସନରେ ଆଦୌ ପଞ୍ଚାୟତ ନ ଥିବା ବେଳେ ଛତ୍ରପୁର,…

ବିଏମ୍‌ସି ରାସ୍ତା ନିର୍ମାଣ ବେଳେ ଅଲୋଡ଼ା ହେଲା ଚିଠି ବାକ୍ସ

ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବର୍ତ୍ତମାନ ସ୍ମାର୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି ସ୍ମାର୍ଟ ରାସ୍ତା ନିର୍ମାଣ ସମୟରେ କେତେବେଳେ ଟ୍ରାଫିକ ସମସ୍ୟା…

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ ଉଦଳା…

ଆନିମଲ୍‌ ଅଣ୍ଡରପାସ୍‌ କାମ ସରୁନି

କେନ୍ଦୁଝର,୨୧।୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡ଼ିକରେ ହାତୀ ସାଙ୍ଗକୁ ଅନ୍ୟାନ୍ୟ…

ହେଭିୱେଟ୍‌ ନେତାଙ୍କୁ ବାଦ୍‌ ଦେବା ଚକ୍ରାନ୍ତ

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ପୌରପାଳିକା ନିର୍ବାଚନ ପାଇଁ ୩୧ଟି ୱାଡର୍ର୍କୁ ନେଇ ସୀମା ନିର୍ଦ୍ଧାରଣ ସାଙ୍ଗକୁ ଆସନ ସରଂକ୍ଷଣ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ…

ଶିବମୋଗାରେ ପୋଲିସ ଛାଉଣି

ବେଙ୍ଗାଲୁରୁ,୨୧।୨: ଦକ୍ଷିଣପନ୍ଥୀ ଗୋଷ୍ଠୀ ବଜରଙ୍ଗ ଦଳର ୨୬ ବର୍ଷୀୟ ସଦସ୍ୟଙ୍କୁ ରବିବାର ରାତିରେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ପରେ କର୍ନାଟକର ଶିଭମୋଗା ଅଞ୍ଚଳରେ ସୃଷ୍ଟି ହୋଇଛି…

କ୍ଷତିକାରକ ପଲିଥିନ୍‌

ବ୍ୟସ୍ତ ଜୀବନ ଭିତରେ ବଜାରକୁ ଯିବା ସମୟରେ ମନେ ପକେଇ ସଉଦାଥଳି ନେବା ଆମ ପାଇଁ ଭାରି କଷ୍ଟ କାମ। ଆମର ଠିକ୍‌ ମନେପଡ଼ନ୍ତା, ଯଦି ଦୋକାନୀ…

ଏମ୍‌-କ୍ୟାପ୍‌ରେ ୮୬ ହଜାର କୋଟି ଯୋଗ

ନୂଆଦିଲ୍ଲୀ,୨୧।୨: ଗତ ସପ୍ତାହରେ ଟପ୍‌-୧୦ ମୂଲ୍ୟବାନ ଫାର୍ମଗୁଡିକ ମଧ୍ୟରୁ ୫ଟି ଫାର୍ମ ଏକତ୍ର ବଜାର ମୂଲ୍ୟାଙ୍କନରେ ପ୍ରାୟ ୮୬ ହଜାର କୋଟି ( ୮୫,୭୧୨.୫୬) ଟଙ୍କା ଯୋଡିଛନ୍ତି।…