ବ୍ୟାଙ୍କ ଧର୍ମଘଟ: କାରବାର ପ୍ରଭାବିତ

ଢେଙ୍କାନାଳ ଅଫିସ,୧୮।୧୨ କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ସର୍ବଭାରତୀୟସ୍ତରରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ (ୟୁଏଫ୍‌ବିୟୁ) ଆହ୍ବାନରେ ଚାଲିଥିବା ୨ଦିନିଆ ଧର୍ମଘଟ ଶୁକ୍ରବାର…

‘କଲେଜ ଭିତ୍ତିଭୂମି ସୁଦୃଢ଼ କର’

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କଲେଜଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ଲାଗି ଏକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ବୁଧବାର…

ନୂଆବର୍ଷରୁ ଅନୁଗୋଳରୁ ଗଡ଼ିବ ମେମୁ ଟ୍ରେନ୍‌

ଅନୁଗୋଳ ଅଫିସ, ୧୮।୧୨ ତାଳଚେର ଷ୍ଟେଶନରୁ ଛାଡ଼ୁଥିବା ଅନୁଗୋଳ-ପୁରୀ ମେମୁ ଟ୍ରେନ୍‌ ଅନୁଗୋଳ ଠାରୁ ଚଳାଚଳ କରିବା, ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ ସହିତ ସମସ୍ତ ଯାତ୍ରୀବାହୀ ଟ୍ରେନ୍‌…

ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ଦାୟିତ୍ୱ, କର୍ତ୍ତବ୍ୟବୋଧ ଅଭାବ

ଅନୁଗୋଳ ଅଫିସ, ୧୮।୧୨ ଜିଲାର ମୁଖ୍ୟ ଚିକିତ୍ସାଳୟ। ରୋଗୀସେବା ପାଇଁ ଭଲ ଭିତ୍ତିଭୂମି ସହ ବିଭିନ୍ନ ବିଭାଗରେ ବିଶେଷଜ୍ଞ, ଡାକ୍ତର ରହିଛନ୍ତି ଏଠାରେ। ତେଣୁ ଉନ୍ନତ ଚିକିତ୍ସା…

କୃଷକ ନେତା ଗୁରନାମ ସିଂ ଗଢିବେ ନୂଆ ରାଜନୈତିକ ଦଳ

ଚଣ୍ଡିଗଡ଼,୧୮ ।୧୨: କୃଷକ ନେତା ଗୁରନାମ ସିଂ ଚାରୁଣି ଶନିବାର ଚଣ୍ଡିଗଡ଼ଠାରେ ଏକ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଥିବା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ,…

ଶୀତରେ ଥରୁଛନ୍ତି ଅନ୍ତେବାସୀ

ବାରିପଦା ଅଫିସ,୧୮।୧୨-ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଆବାସିକ ବିଦ୍ୟାଳୟର ଅନ୍ତେବାସୀମାନେ ଶୀତ କଷ୍ଟ ଭୋଗୁଛନ୍ତି। ବିଭାଗ ପକ୍ଷରୁ ଅଦ୍ୟାବଧି…

ବଦଳି ଦାବିକୁ ଛାତ୍ରୀଛାତ୍ରଙ୍କ ବିରୋଧ

ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ ଅଣଅଭିଭାବକ…

ଚାଷୀଙ୍କ ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍‌ ଓ ଏହାର ୬ ମାସ ପରେ ଜୱାଦ ଚାଷୀଙ୍କ…

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି।…