ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ ବେହେରା…

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ…

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ…

ସୁରକ୍ଷା ସମ୍ମିଳନୀକୁ ରୁଷିଆର ବର୍ଜନ

ମ୍ୟୁନିକ୍‌,୧୯।୨: ୟୁକ୍ରେନ୍‌ ସୀମାରେ ବିପୁଳ ସୈନ୍ୟ ମୁତୟନ କରି ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇ ଦେଇଥିବା ରୁଷିଆ ମୁନିକ୍‌ ସୁରକ୍ଷା ସମ୍ମିଳନୀ (ଏମ୍‌ଏସ୍‌ସି)କୁ ବର୍ଜନ କରିଛି। ଜର୍ମାନୀର…

୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼…

ଆଣବିକ ଶକ୍ତି ଦେଖାଇବ ରୁଷିଆ

ମସ୍କୋ/ଓ୍ବାଶିଂଟନ୍‌,୧୯ା୨: ୟୁକ୍ରେନ୍‌ ସହ ରୁଷିଆ ମୁହାଁମୁହିଁ ସ୍ଥିତିରେ ଥିବାବେଳେ ଶନିବାର ନ୍ୟୁକ୍ଲିୟର ଡ୍ରିଲ୍‌ କରିବାକୁ ଶୁକ୍ରବାର ଏହାର ସେନା ପକ୍ଷରୁ ଘୋଷଣା କରାଯାଇଛି। ଏହାକୁ ୟୁକ୍ରେନ୍‌ ଆକ୍ରମଣର…

ମାନବାଧିକାର ଉଲ୍ଲଂଘନ କରୁଛି ୟୁକ୍ରେନ୍‌: ପୁଟିନ୍‌

ମସ୍କୋ,୧୯।୨: ୟୁକ୍ରେନ୍‌ର ପୂର୍ବାଞ୍ଚଳରେ ସ୍ଥିତି ଅତି ଖରାପ ଆଡ଼କୁ ଗତି କରୁଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ଅଭିଯୋଗ ଆଣିଛନ୍ତି। କ୍ରେମଲିନ୍‌ରେ ଏକ ଖବରଦାତା ସମ୍ମିଳନୀକୁ…

ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ…

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି।…

ନିର୍ବାଚନ ଆସିଲେ ଗୁଜବ ହୁଏ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ…