ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ…
ଖ୍ରୀଷ୍ଟଚର୍ଚ୍ଚ,୧୮।୨: ଭାରତୀୟ ମହିଳା କ୍ରିକେଟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ମିତାଲି ରାଜଙ୍କ ଅଧିନାୟକତ୍ୱ ଦଳକୁ କ୍ରମାଗତ ତୃତୀୟ ଦିନିକିଆରେ ଆୟୋଜକଙ୍କ ହାତରୁ ପରାଜୟର ସମ୍ମୁଖୀନ…
ନିରାକାରପୁର,୧୮ା୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ…
ବାଙ୍ଗାଲୁରୁ,୧୮।୨: ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଓ ଏହାର ଆସିଷ୍ଟାଣ୍ଟ କୋଚ୍ ସାଇମନ କାଟିଚ୍ ଅଲଗା ହୋଇଯାଇଛନ୍ତି। ଦେଶରେ କଡ଼ା ବାୟୋ ସିକ୍ୟୁରିଟି କଟକଣା ଓ ପାରିବାରିକ ସମସ୍ୟା…
ନୂଆଦିଲ୍ଲୀ,୧୮।୨: ବରିଷ୍ଠ ହିନ୍ଦୀ କବି, ଗୀତିକାର, ନାଟ୍ୟକାର ତଥା ପ୍ରସାରଣକାରୀ ରାଜନାରାୟଣ ବିସାରିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ହୃଦଘାତ…
ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ…
ନୂଆଦିଲ୍ଲୀ,୧୮।୨: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଫର୍ମରେ ନାହାନ୍ତି। ୨୦୧୯ଠାରୁ ସେ ଏପର୍ଯ୍ୟନ୍ତ ଗୋଟିଏ ହେଲେ ଶତକ ହାସଲ କରିପାରି ନାହାନ୍ତି। ଏଣୁ କିମ୍ବଦନ୍ତୀ…
ନୂଆଦିଲ୍ଲୀ,୧୮।୨: ଆମ ଆଦମୀ ପାର୍ଟି(ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ ମୁହଁ ଖୋଲିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି,…
କୁତ୍ରା,୧୮।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ଗଣତନ୍ତ୍ରର ଏହି ପର୍ବରେ ନିଜ ଅଧିକାର ସାବ୍ୟସ୍ତ କରୁଛନ୍ତି…
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତମାସ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆଜି ରାଜ୍ୟରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ…