ଡିଜିଟାଲ ହେବ ଡ୍ରାଇଭିଂ ଟେଷ୍ଟ ପ୍ରକ୍ରିୟା

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ କରିବାକୁ ହେଲେ ଆମକୁ ପ୍ରଥମେ ଜଣେ ଇନ୍‌ସ୍ପେକ୍ଟରଙ୍କ ଉପସ୍ଥିତିରେ ଡ୍ରାଇଭିଂ ସ୍କିଲ୍‌ ଟେଷ୍ଟ ଦେବାକୁ ପଡୁଥିଲା। ବର୍ତ୍ତମାନ କ୍ୟାମେରା, ସେନ୍ସର ଏବଂ କମ୍ପ୍ୟୁଟର…

ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ ହେଲା ଟୁଇଟର

ୱାଶିଂଟନ,୧୮ ।୨: ଗୋଟିଏ ସପ୍ତାହରେ ଦ୍ୱିତୀୟଥର ଗୁରୁବାର ରାତିରେ ଟୁଇଟର ଡାଉନ ହୋଇଥିବା ଜଣାପଡିଛ । ୟୁଜର୍ସ ପେଜ ଲୋଡ ନ କରିପାରିବା ସହ ଟୁଇଟର ପୋଷ୍ଟ…

ନେହେରୁଙ୍କ ଭାରତର ଅଧା ଏମ୍‌ପି ଦାଗୀ

ନୂଆଦିଲ୍ଲୀ,୧୮ା୨: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଙ୍ଗ୍‌ ପାର୍ଲାମେଣ୍ଟରେ ଉଦ୍‌ବୋଧନ ଦେବାବେଳେ ‘ନେହେରୁ ଇଣ୍ଡିଆରେ ଏମ୍‌ପିମାନଙ୍କ ଅପରାଧ ରେକର୍ଡ’ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ଏହାକୁ ଭାରତ…

ନାଟୋ ବିନା ଅନ୍ୟ ଗତି ନାହିଁ

କ୍ୱିଭ୍‌, ୧୮ା୨:ନାଟୋ ହିଁ ୟୁକ୍ରେନକୁ ସୁରକ୍ଷା ଗ୍ୟାରେଣ୍ଟି ଦେଇପାରିବ। ଏହା ଉପରେ କୌଣସି ବୁଝାମଣା ହେବ ନାହିଁ। ନାଟୋରେ ମିଶିବା ଆମର ଲକ୍ଷ୍ୟ ନୁହେଁ, ବରଂ ଜୀବନ…

ନିର୍ବାଚନ ଲୋଡ଼ାନାହିଁ, ସ୍ବାମୀଙ୍କୁ ଫେରାଇଦିଅ

ଢେଙ୍କାନାଳ ଅଫିସ୍‌, ୧୮ା୨: ‘ମୋର ଭୋଟ ଦରକାର ନାହିଁ କି ନିର୍ବାଚନ ଲଢ଼ିବାର ନାହିଁ, ମୋର ଭୁଲ ହୋଇଛି। ମୁଁ ହାତ ଯୋଡ଼ି ନେହୁରା ହେଉଛି। ମୋ…

ନିଖୋଜର ୨ ବର୍ଷ ପରେ ଗୁପ୍ତ କୋଠରିରୁ ଶିଶୁ ଉଦ୍ଧାର

ନ୍ୟୁୟର୍କ, ୧୮ା୨: ନ୍ୟୁୟର୍କରେ ଆଶ୍ଚର୍ଯ୍ୟ କରିଦେବା ଭଳି ଏକ ଖବର ସାମ୍‌ନାକୁ ଆସିଛି। ୨ ବର୍ଷ ହେଲା ଜଣେ ୬ ବର୍ଷର ଶିଶୁ କନ୍ୟା ନିଖୋଜ ଥିବାବେଳେ…

ମମିତା ମେହେର ହତ୍ୟା ମାମଲା: ସିବିିଆଇ ତଦନ୍ତ ଦାବିକଲେ ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା

କଟକ ଅଫିସ,୧୮ା୨: ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ପୋଲିସ ଠିକ୍‌ ଭାବେ ତଦନ୍ତ କରି ନାହିଁ। ଏ ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି…

ଭାରତକୁ ଆମେରିକାର ଭରସା

ଓ୍ବାଶିଂଟନ୍‌, ୧୮ା୨: ୟୁକ୍ରେନ ସଙ୍କଟ ଭିତରେ ଆମେରିକା ଭାରତ ଉପରେ ଆସ୍ଥା ପ୍ରକଟ କରିଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ, ତେବେ ଭାରତ ଆମେରିକା…

ବ୍ରାଜିଲରେ ବନ୍ୟା, ଭୂସ୍ଖଳନ: ଶତାଧିକ ମୃତ

ପେଟ୍ରୋପୋଲିସ,୧୮।୨:ବ୍ରାଜିଲର ପେଟ୍ରୋପୋଲିସ ସହରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ରିଓ ଡି ଜେନିରୋ ଉତ୍ତରରେ ପାର୍ବତ୍ୟାଞ୍ଚଳରେ ଅବସ୍ଥିତ ଏହି ସହରରେ…

ପୂର୍ବତନ ଏନ୍‌ଏସ୍‌ଇ ସିଇଓଙ୍କ ଘରେ ଆୟକର ଚଢ଼ାଉ

ମୁମ୍ବାଇ,୧୮।୨:ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଚିତ୍ରା ରାମକ୍ରିଷ୍ଣାଙ୍କ ବାସଭବନରେ ଗୁରୁବାର ଆୟକର ବିଭାଗ ଅଧିକାରୀମାନେ ଚଢ଼ାଉ…