‘ଗୋଟିଏ ପୁଅ ବଦଳରେ, ମୁଁ ଶହ ଶହ ପୁଅ ପାଇଲି’

ଲକ୍ଷ୍ନୌ,୧୫।୧୨: ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିୟୋଜିତ ଭାଇ ଭଉଣୀକୁ ବିଦା କରିବାର ଇଚ୍ଛା ପୂରଣ କରିବା ପୂର୍ବରୁ ଦେଶ ପାଇଁ ଶହୀଦ ହୋଇଗଲେ। ତାଙ୍କର ଅସମ୍ପୂର୍ଣ୍ଣ ଇଚ୍ଛା…

ମାତ୍ର ୩ ମ୍ୟାଚ୍‌ରେ ୨ ତ୍ରିଶତକ, ଗୋଟିଏ ଶତକ ମାରି ଇତିହାସ ରଚିଲେ ୧୪ ବର୍ଷୀୟ ବାଳକ

ରାୟପୁର,୧୫।୧୨:୧୪ ବର୍ଷୀୟ ୟଶ କୁମାର ୱାର୍ଦ୍ଧା ତାଙ୍କ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଛତିଶଗଡ ରାଜ୍ୟ କ୍ରିକେଟ ଆସୋସିଏସନ (ସିଏସ୍‌ସିଏସ୍‌) ଦ୍ୱାରା ଆୟୋଜିତ ଇଣ୍ଟର…

ବିବାହରେ ମାତା-ପିତାଙ୍କ ପକ୍ଷରୁ ମିଳିଥିବା ଉପହାର ଯୌତୁକ ନୁହେଁ, ହାଇକୋର୍ଟଙ୍କ ରାୟ…

କୋଚି, ୧୫।୧୨: ଭାରତରେ, ଯୌତୁକ ପ୍ରଥାକୁ ଏକ ଅପରାଧ ଭାବେ ବିବେଚନା କରାଯାଇଥାଏ। ଯୌତୁକ ଯୋଗୁ ବହୁ କ୍ଷେତ୍ରରେ ଝିଅଙ୍କୁ ବିବାହ ପରେ ଅସୁବିଧାର ସମ୍ମୁଖୀନ ହେବାକୁ…

ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ…

ଓଡିଶାରେ ପହଞ୍ଚିଲେ ନୀତି ଆୟୋଗ ଉପାଧ୍ୟକ୍ଷ; କୃଷି, ପର୍ଯ୍ୟଟନ ଏବଂ ଖଣିଜ ଆୟ ବୃଦ୍ଧି ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର,୧୫।୧୨(ବ୍ୟୁରୋ): ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ବୁଧବାର ଓଡିଶାରେ ପହଞ୍ଚିଛନ୍ତି। ୩ ଦିନିଆ ଓଡିଶା ଗସ୍ତରେ ସେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରୁ ସିଧା…

ଏହି ବ୍ୟାଟ୍ସମ୍ୟାନ୍‌ଙ୍କ ଛକାରେ ରକ୍ତ ଜୁଡୁବୁଡୁ ହେଲେ ଦର୍ଶକ: ଦେଖନ୍ତୁ ଭିଡିଓ

ସିଡନୀ,୧୫।୧୧: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ବେନ ମ୍ୟାକଡେରମୋଟଙ୍କ ଏକ ଛକାରେ ଜଣେ ପ୍ରଶଂସକ ରକ୍ତ ଜୁଡୁବୁଡୁ ହୋଇଛନ୍ତି। ପ୍ରଶଂସକ ଜଣଙ୍କ ବଲ୍‌ଟି ଧରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ସେ…

କୋଭାକ୍ସିନ୍‌ ନେଇଥିବା ଲୋକଙ୍କୁ ପ୍ରଥମେ ବୁଷ୍ଟର !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବୁଷ୍ଟର…

ସଡ଼କ ଦୁର୍ଘଟଣାରେ ଚାଲିଗଲା ତିନି ଜୀବନ

ପଦ୍ମପୁର,୧୫।୧୨(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ହାଇସ୍କୁଲ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କା ଦେବାରୁ ତିନି ଜଣଙ୍କର ମୃତ୍ୟୁ…

ବ୍ୟବସାୟୀଙ୍କ ଘରେ ଚଢ଼ାଉ, ବିପୁଳ ରକ୍ତ ଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୫।୧୨(ଡି.ଏନ୍‌.ଏ): ପାରଳାଖେମୁଣ୍ଡି ସ୍ଥିତ ବାଳିକା ବିଦ୍ୟାଳୟ ନିକଟ ଜନୈକ ବ୍ୟବସାୟୀ ଜି ରାମା ରାଓଙ୍କ ଘରେ ରେଡ୍‌ ହୋଇଛି। ପୋଲିସ , ଅବକାରୀ ଓ ଜଙ୍ଗଲ ବିଭାଗର…

ଆମେରିକାର ବାଣିଜ୍ୟ ଯୁଦ୍ଧ, ଚାଇନା ସାମଗ୍ରୀ କିଣିବା ମନା…

ଓ୍ବାଶିଟନ, ୧୫।୧୨: ଆମେରିକାର ପ୍ରତିନିଧିସଭାରେ ଉଇଗର ବାଧ୍ୟତାମୂଳକ ଶ୍ରମ ନିବାରଣ ଆଇନର ଅନ୍ତିମ ସଂସ୍କରଣ ପାରିତ ହୋଇଛି। ଏହି ବିଲରେ ଚାଇନାର ଜିନଜିଆଙ୍ଗ ପ୍ରଦେଶରେ ଉଇଗର ସ୍ବୟଂଶାସିତ…