ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ

ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର…

ନାବାଳିକା ଅପହରଣ , ଉଦ୍ଧାର କଲା ପୋଲିସ

ଗଞ୍ଜାମ,୧୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ହାଟରୁ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’-ବାପା ରମ୍ଭା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ରମ୍ଭା…

ନିର୍ବାଚନୀ ହିଂସା: ୫ ଗୁରୁତର

ବ୍ରହ୍ମଗିରି,୧୬।୨(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି ।…

ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ/ଉଦଳା, ୧୬।୨(ଡି.ଏନ.ଏ.) - ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ…

ଏସ୍‌ଆଇଏକୁ ବଡ଼ ସଫଳତା, ଜୈଶ୍‌ର ୧୦ ଓଭର ଗ୍ରାଉଣ୍ଡ ଓ୍ପାର୍କର ଗିରଫ…

ଶ୍ରୀନଗର, ୧୬।୨ : ଜମ୍ମୁ-କଶ୍ମୀରରେ ରାଜ୍ୟ ଅନୁସନ୍ଧାନ ଏଜେନ୍ସି (ଏସ୍‌ଆଇଏ)କୁ ବଡ଼ ଧରଣର ସଫଳତା ମିଳିଛି। ଦକ୍ଷିଣ ଏବଂ କେନ୍ଦ୍ରୀୟ କଶ୍ମୀର ଅଞ୍ଚଳରେ ଚଢ଼ାଉ ବେଳେ ଜୈଶ୍‌-ଇ-ମହମ୍ମଦ…

ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ

ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ…

ଗୁଳି ଫୁଟିଲାନି-ସୈନ୍ୟ ବି ପ୍ରବେଶ କଲେ ନି, ୟୁକ୍ରେନ୍‌ରେ ହେଲା ଆକ୍ରମଣ…

ମସ୍କୋ/କାଇଭ୍‌,୧୬।୨ : ଫେବୃଆରୀ ୧୬ରେ ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ନେଇ ଆମେରିକା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଗୁଳି…

ଭୋଟ ବେଳେ ଗଣ୍ଡଗୋଳ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ ୩ଟି…

ରବିଦାସ ମନ୍ଦିରରେ ପହଞ୍ଚି ଝାଞ୍ଜ ବଜାଇଲେ ମୋଦି

ନୂଆଦିଲ୍ଲୀ,୧୬।୨: ରବିଦାସଙ୍କ ଜୟନ୍ତୀ ଅବସରରେ ଦିଲ୍ଲୀ କରୋଲ ବାଗ ସ୍ଥିତ ରବିଦାସ ମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ଦିରରେ ପହଞ୍ଚି ମୋଦି ଦର୍ଶନ କରି ଜନକଲ୍ୟାଣ…