ଯୁଦ୍ଧ ହେଲେ ପୃଥିବୀରେ ବଢ଼ିବ ଦରଦାମ୍‌,ତେଲରେ ଲାଗିବ ନିଆଁ….

ମସ୍କୋ, ୧୫।୨ : ୟୁକ୍ରେନ୍‌ ଉପରେ ରୁଷିଆର ସମ୍ଭାବ୍ୟ ଆକ୍ରମଣ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ସୃଷ୍ଟି ହୋଇଛି। ଯୁଦ୍ଧ ହେଲେ ପୃଥିବୀରେ ଦରଦାମ୍‌ ବଢ଼ିବାର ଆଶଙ୍କା…

ଗର୍ଲ ଫ୍ରେଣ୍ଡଙ୍କୁ କେବେ ବିବାହ କରିବେ ନାହିଁ ଅର୍ଜୁନ ରାମପାଲ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ଏବେ ଲିଭଇନ୍ ରିଲେସନଶିପରେ ଅଛନ୍ତି । ସେ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ଗେବ୍ରିଏଲା ଡେମୋଟ୍ରିଏଡ୍‌ସଙ୍କୁ ବଲିଉଡର ଚର୍ଚ୍ଚତ କପୁଲ ବୋଲି…

ଦଣ୍ଡାଦେଶ ଆସିବା ଯାଏ ହଟଓ୍ବାର ଜେଲ୍‌ରେ ରହିବେ ଲାଲୁ

ରାଞ୍ଚି,୧୫।୨: ଗୋଖାଦ୍ୟ ଦୁର୍ନୀତି ମାମଲା ସହ ଜଡିତ ଡୋରାଣ୍ଡା ଟ୍ରେଜେରୀରୁ ୧୩୯.୩୫କୋଟି ଟଙ୍କା ବେଆଇନ ଭାବେ ପ୍ରତ୍ୟାହାର କରାଯିବା ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି…

ନର୍ଡ ଷ୍ଟ୍ରିମ-୨ ପ୍ରକଳ୍ପ ଉପରେ ପ୍ରଶ୍ନଚିହ୍ନ…

ଓ୍ବାଶିଂଟନ/ମସ୍କୋ, ୧୫।୨ : ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ନର୍ଡ ଷ୍ଟ୍ରିମ-୨ ନିର୍ମାଣ କ୍ଷେତ୍ରରେ ସଙ୍କଟ ଉପୁଜିବାର ଆଶଙ୍କା ରହିଛି। ଏହାକୁ କରିବାକୁ…

ଲୁଚି ଛପି ବିବାହ କଲେ ଏହି ଅଭିନେତା

ଭାଲେଣ୍ଟାଇନ୍ସ ଡେ’ରେ ବଲିଉଡ ଅଭିନେତା ବିକ୍ରାନ୍ତ ମାସେ ଗର୍ଲଫ୍ରେଣ୍ଡ ଶୀତଲ ଠାକୁରଙ୍କୁ ବିବାହ କରିଛନ୍ତି । ‘ର୍ମିଜାପୁର’ ଓ ଛପକ ଫେମ ବିକ୍ରାନ୍ତ ମାସେ ଫେବୃୟାରୀ ୧୪ରେ…

ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କ ଗଳା କାଟି ହତ୍ୟା କଲେ ମାଓବାଦୀ

ଫୁଲବାଣୀ ଅଫିସ,୧୫।୨: କନ୍ଧମାଳରେ ପୁଣିି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ମଙ୍ଗଳବାର ମାଓବାଦୀ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରିଛନ୍ତି। ତୁମୁଡିବନ୍ଧ…

ଆସନ୍ତାକାଲି ରାଜ୍ୟରେ ଖୋଲିବ ଅଙ୍ଗନଓ୍ବାଡି-ପ୍ରାଥମିକ ସ୍କୁଲ

କୋଲକାତା,୧୫।୨: ଦେଶରେ କରୋନା ମାମଲା ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ସ୍କୁଲ ଖୋଲିବା ଏବେ ଆରମ୍ଭ ହୋଇଛି। ପଶ୍ଚିମବଙ୍ଗରେ ମଧ୍ୟ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ…

ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟାଙ୍କ ଅପହରଣ ମାମଲାରେ ନୂଆ ମୋଡ଼

ଗଞ୍ଜାମ,୧୫।୨: ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସଙ୍କୁ ଅପହରଣ ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି । ଏ…

ଧରାପଡ଼ିଲେ କୋଟିପତି ପୋଲିସବାବୁ: ଚଢୁଥିଲେ ବିଏମ୍‌ଡବ୍ଲୁ; ଚାକିରିରେ ଥାଇ ୩ ବ୍ୟବସାୟ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ପୋଲିସ ବାବୁ। ମଙ୍ଗଳବାର ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରାଯିବା ପରେ ଫିଟିବାରେ ଲାଗିଛି ସମ୍ପତ୍ତି ତାଲିକା। ଘରୁ ନଗଦ…

ଜର୍ମାନୀ ସହ ଆଲୋଚନା ପରେ ପଛକୁ ହଟିଲେ ରୁଷିଆ ସୈନ୍ୟ…

ମସ୍କୋ, ୧୫।୨ : ଜର୍ମାନୀ ସହିତ ଆଲୋଚନା ପରେ ୟୁକ୍ରେନ୍‌କୁ ଘେରି ରହିଥିବା ରୁଷିଆ ସୈନ୍ୟ ପଛକୁ ହଟିବା ଆରମ୍ଭ କରିଛନ୍ତି। ଗଣମାଧ୍ୟମ ସଂସ୍ଥା ଏଏଫ୍‌ପି ପକ୍ଷରୁ…