ଆରଏସ୍‌ଏସ୍‌କୁ ନାଜିବାଦୀ ବୋଲି କହିଲେ ଇମ୍ରାନ

ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣିଥରେ କଶ୍ମୀର ପ୍ରସଙ୍ଗକୁ ଟାର୍ଗେଟ କରିଛନ୍ତି । ସେ ଏଥର କହିଛନ୍ତି ଭାରତ-ପାକିସ୍ତାନ ସମ୍ପର୍କରେ ବାଧା ସଷ୍ଟି ପାଇଁ…

କାହିଁକି ରାଇନାଙ୍କୁ କିଣିଲା ନାହିଁ ସିଏସ୍‌କେ

ବାଙ୍ଗାଲୁରୁ,୧୫।୨: ଆଗାମୀ ଆଇପିଏଲ ପାଇଁ ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକ୍‌ଶନରେ ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ଏପରିକି ତାଙ୍କ ପୁରୁଣା ଫ୍ରାଞ୍ଚାଇଜ…

ଅଡୁଆରେ ଇମ୍ରାନ୍‌!

ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଲଗାତାର ଭାବେ ତାଙ୍କ ବୈଦେଶିକ ନୀତିକୁ ନେଇ ଚର୍ଚ୍ଚାରେ ରହିଆସୁଛନ୍ତି । ହେଲେ ଏଥର ସେ ଯେଉଁ କାରଣ…

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ ସଫଳତାର…

ଆଜି ଦାଖଲ ହେବ ଚୂଡ଼ାନ୍ତ ବୁଥ୍‌ ତାଲିକା

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅନ୍ତର୍ଗତ ୬୭ଟି ଓ୍ବାର୍ଡର ୨୧୯ ସ୍ଥାନରେ ୬୯୯ ବୁଥ୍‌ ସ୍ଥାପନ ପାଇଁ ଗୁରୁବାର ଚିଠା…

ହିଜାବ ବ୍ୟାନ୍‌ ପାଇଁ ଆଇନ ନାହିଁ

ବେଙ୍ଗାଲୁରୁ,୧୫।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ବ୍ୟବହାର ନିଷେଧ କରିବା ପାଇଁ କୌଣସି ଆଇନ ନାହିଁ ବୋଲି କର୍ନାଟକ ହାଇକୋର୍ଟରେ ଛାତ୍ରୀମାନେ ଯୁକ୍ତି ବାଢ଼ିଛନ୍ତି। ହିଜାବ ପିନ୍ଧିଥିବାରୁ କଲେଜରେ ପ୍ରବେଶ…

ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ଫେରାଇଦେଲା ସ୍କୁଲ

ମାଡ଼ିକେରି,୧୪।୨: କର୍ନାଟକ କୋଡାଗୁ ଜିଲାର ଏକ ପବ୍ଲିକ୍‌ ସ୍କୁଲ୍‌କୁ ସୋମବାର ହିଜାବ ପିନ୍ଧି ଆସିଥିବା ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆଯାଇ ନାହିଁ। ଫଳରେ ସେମାନେ…

ଶ୍ରୀନଗରରେ ଫାରୁକ୍‌ ଗୃହବନ୍ଦୀ

ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ସୋମବାର ତାଙ୍କ ଶ୍ରୀନଗରସ୍ଥିତ ବାସଭବନରେ ଗୃହବନ୍ଦୀ ରଖାଯାଇଛି। ପୁଲ୍‌ଓ୍ବାମା ଆକ୍ରମଣର ତୃତୀୟ ବାର୍ଷିକୀରେ…

ହନୁମାନ ଜନ୍ମସ୍ଥାନକୁ ନେଇ ୨ ଟ୍ରଷ୍ଟ ମଧ୍ୟରେ ବିବାଦ

ହାଇଦ୍ରାବାଦ,୧୫।୨: ଅଯୋଧ୍ୟା ରାମ ଜନ୍ମଭୂମି ବିବାଦ ୨୦୧୯ ନଭେମ୍ବରରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ସମାଧାନ ହେବା ପରେ ଏବେ ହନୁମାନ ଜନ୍ମସ୍ଥାନକୁ ନେଇ ନୂଆ ବିବାଦ ଦେଖାଦେଇଛି। ତେବେ…