ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ…

ସୋଲାର ହିଟରକୁ ମିଳିବ ମାନ୍ୟତା

ଢେଙ୍କାନାଳ ଅଫିସ୍‌,୧୪।୨: ସୌରଶକ୍ତିରେ କାର୍ଯ୍ୟକ୍ଷମ ହେବ ହିଟର। ପାରମ୍ପରିକ ବୈଦ୍ୟୁତିକ ହିଟର ଭଳି ଏହାକୁ ମଧ୍ୟ ଦୈନନ୍ଦିନ ରୋଷେଇ କାର୍ଯ୍ୟରେ ବ୍ୟବହାର କରାଯାଇପାରିବ। ହେଲେ ଏଥିଲାଗି ଉପଭୋକ୍ତାଙ୍କୁ…

ସ୍କୁଲ ଗେଟ୍‌ରେ ଛାତ୍ରୀଙ୍କ ହିଜାବ ଖୋଲି ଦେଲେ

ବେଙ୍ଗାଲୁରୁ,୧୪।୨: କର୍ନାଟକ ହାଇକୋର୍ଟ ଗତ ସପ୍ତାହରେ ଜାରି କରିଥିବା ଆନ୍ତରିଣ ରାୟ ଅନୁଯାୟୀ, ମାଣ୍ଡ୍ୟା ଜିଲାରେ ସରକାରୀ ସ୍କୁଲ କ୍ୟାମ୍ପସରେ ପ୍ରବେଶ କରିବା ପୂର୍ବରୁ ଛାତ୍ରୀଙ୍କୁ ହିଜାବ…

ଅଷ୍ଟ୍ରେଲିଆ ଦୂତାବାସ ସ୍ଥାନାନ୍ତର

ସିଡ୍‌ନୀ,୧୪।୨: ୟୁକ୍ରେନ ରାଜଧାନୀ କ୍ୱିଭ୍‌ରେ ଥିବା ଅଷ୍ଟ୍ରେଲିଆ ଦୂତାବାସକୁ ସ୍ଥାନାନ୍ତର କରାଯାଇଛି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ଙ୍କ ନିର୍ଦ୍ଦେଶ ଅନୁଯାୟୀ ପଶ୍ଚିମ ୟୁକ୍ରେନର ଲଭିଭ୍‌ ସହରର ଏକ…

ପଞ୍ଚାୟତ ନିର୍ବାଚନ: ହେବିୱେଟ୍‌ଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଗୁଣପୁର,୧୪ା୨(ଡି.ଏନ୍‌.ଏ.)  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ୧୬ରୁ ଆରମ୍ଭ ହେବ। ଏହି କ୍ରମରେ ରାୟଗଡ଼ା ଜିଲା ଗୁଣପୁର ନିର୍ବାଚନ ମଣ୍ଡଳୀ ଅଧୀନ ଚନ୍ଦ୍ରପୁରରେ ୧୬…

ଯୋଜନାରେ ସୀମିତ ଆଦିବାସୀ ବିକାଶ

ସେମିଳିଗୁଡା,ସୁନାବେଡା,୧୪ା୨ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ ଥିବା ୧୭ଟି ପଞ୍ଚାୟତର ବିକାଶ କେବଳ ଯୋଜନାରେ ସୀମିତ ରହିଛି। ଆଦିବାସୀ ଅଧ୍ୟୁଷିତ ଏହି ପଞ୍ଚାୟତଗୁଡିକ ମଧ୍ୟରୁ ଦଳେଇଗୁଡ଼ା,…

ଶପଥ ନେଲେ ହାଇକୋର୍ଟର ୩ ବିଚାରପତି

କଟକ ଅଫିସ,୧୪ା୨: ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧରନ ତିନି ବିଚାରପତିଙ୍କୁ ଶପଥ…

ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ…

ଆଗ୍ରା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ ଦିଆଯାଇଛି। ଉତ୍ତରପ୍ରଦେଶ ଆଗ୍ରାରେ କେତେକ ପ୍ରଦର୍ଶନକାରୀ ଭାଲେଣ୍ଟାଇନ୍ସ୍‌ ଡେ’ର କୁଶ ପୁତ୍ତଳିକାକୁ ଏଭଳି ଦଣ୍ଡ ଦେଇଛନ୍ତି। ଏବେ…

କମ୍ପୁଛି ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୧୪ା୨: ଜୋର୍‌ ଧରିଛି ପ୍ରଚାର। କମ୍ପୁଛି ମଇଦାନ। ଚାଲିଛି ଆରୋପ-ପ୍ରତ୍ୟାରୋପ। ଏସବୁ ଭିତରେ ବିକାଶର ସ୍ବପ୍ନ ଦେଖାଇ ଭୋଟରଙ୍କ ନିକଟତର ହେଉଛନ୍ତି ପ୍ରାର୍ଥୀ। ମତଦାନ…

ମୁଖରିତ ହେଲାଣି ମହିମାଗାଦି

ଢେଙ୍କାନାଳ ଅଫିସ,୧୪ା୨: ଲାଗିଲାଣି ସାଧୁସନ୍ଥଙ୍କ ଗହଳଚହଳ। ମୁଖରିତ ହେଲାଣି ମହିମାଗାଦି। ବିଶ୍ୱବାସୀଙ୍କ ମଙ୍ଗଳ କାମନା କରି ଅଖଣ୍ଡ ବ୍ରହ୍ମଧ୍ୱନିରେ ଘୃତାହୁତି ପ୍ରଦାନ କରିବା, ଝାଡ଼ଦ୍ୱୀପ ପ୍ରଜ୍ୱଳନ ଏବଂ…