ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ…

ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ‘ଗୀତା ଭାଗବତ’ ଉପହାର ଦେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ ଉର୍ବଶୀ ରୌତେଲା ନିକଟରେ ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ଉର୍ବଶୀ ନେତନ୍ୟାହୁଙ୍କୁ ଭାରତର ଏକ ସ୍ମରଣୀୟ ଉପହାର…

ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ…

ଲଣ୍ଡନ,୧୧।୧୨: ବ୍ରିଟେନର ଅକ୍ସଫୋର୍ଡ ୟୁନିଭରସିଟିର ବୈଜ୍ଞାନିକମାନେ ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ କରିଛନ୍ତି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ ଲୁହା ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ…

ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ…

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୩ କୁ ବୃଦ୍ଧି ପାଇଛି।…

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି।…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା…

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ ରକେଟ…

୨୩ ବର୍ଷ ହେଲା ବିଛଣାରେ

ପଦ୍ମପୁର,୧୧।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାମବେହେରା ସାହିର ରମାମଣି ବେହେରା(୪୧) ଦୀର୍ଘ ୨୩ବର୍ଷ ହେଲା ବିଛଣାରେ ପଡ଼ିଛନ୍ତି। ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏପଟେ ଘରେ…

ଛାତରୁ ଗଳୁଛି ପାଣି, ଉଇ ଖାଉଛି ବହି

ବାରିପଦା ଅଫିସ,୧୧।୧୨-ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ପାଠାଗାର(ଜୁବୁଲି ଲାଇବ୍ରେରି) ରକ୍ଷଣାବେକ୍ଷଣ ଅଭାବରୁ ମାଟିରେ ମିଶିବାକୁ ବସିଛି। ଏହାର ଛାତରୁ ପାଣି ଗଳୁଥିବା ବେଳେ ବହିଗୁଡ଼ିକରେ ଉଇ…